ଜାନୁଆରୀ ୧୬ ତାରିଖ *୨୦୧୯ମସିହା* (ବୁଧବାର)*
ଅମୃତବେଳା* – * ଦିବା ଘ୦୭/୫୨ ଗତେ ଘ୦୯/୧୬ମଧ୍ୟେ ଓ ଘ୨୨/୪୨ଗତେ ଘ୦୪/୧୫ମଧ୍ୟେ*
*ମାହେନ୍ଦ୍ର ବେଳା-* ଦିବା ଘ ୦୭/୫୨ମଧ୍ୟେ* ଓ ଘ୧୦/୫୭ଗତେ ଘ୧୨/୦୨ମଧ୍ୟେ
ମେଷ
ଆଜି କୌଣସି ଶୁଭ ଖବର ପାଇ ଖୁସି ହେବେ। କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବା ବଦଳରେ ଆକସ୍ମିକ ସମସ୍ୟା ହେତୁ ହଠାତ୍ ଅଟକି ରହିଯିବାର ଆଶଙ୍କା ରହିଛି। ଧାତୁ , ଅଳଙ୍କାରାଦି ପଦାର୍ଥ କିମ୍ବା ମୂଲ୍ୟବାନ ଜିନିଷ କିଣି ପାରନ୍ତି।
ବୃଷ
ଆଜି କର୍ମ କ୍ଷେତ୍ର, ଯାନବାହନ, ଦୋକାନ ବାଡି, ସଭା ସମିତିରେ ଟେନସନ୍ କିଛି ମାତ୍ରାରେ ଲାଗିରହିବ। ବ୍ୟବସାୟ, ପରିବହନ, ମାଲି ମକଦ୍ଦମାରେ ସଫଳତା ହାସଲ କରିବେ। ପ୍ରତ୍ୟେକ କଥାକୁ ଭଲରୂପେ ବୁଝି, ବିଚାରି କାମରେ ହାତ ଦିଅନ୍ତୁ।
ମିଥୁନ
ଆଜି କୌଣସି ସମସ୍ୟାର ସମ୍ମୁଖୀନ ହୋଇ ମାନସିକ ଅସ୍ଥିରତା ଦେଖାଦେଇପାରେ । ଅଫିସ କାମରେ ଆଲୋଚନା ସରଗରମ ମଧ୍ୟରେ ଅସମାପ୍ତ ରହିବ। ପାରିବାରିକ ସମସ୍ୟାର ସମାଧାନ ଜଣେ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ସମ୍ଭବ ହେବ।
କର୍କଟ
ଆଜି ଟଙ୍କା ପଇସା ଦେଣ ନେଣ କ୍ଷେତ୍ରରେ ସତର୍କ ନ ରହିଲେ ପରେ ଅନୁତାପ କରିବାକୁ ପଡିପାରେ। ପାରିବାରିକ କ୍ଷେତ୍ର, ଯାନବାହନ ଚଳାଚଳ, ଦୋକାନବାଡି ପ୍ରଭୃତିରେ କିଛିଟା ସମସ୍ୟା ଦେଖାଦେବ। ସହକର୍ମୀଙ୍କ ନିକଟରେ ପ୍ରତିକ୍ରିୟା ହଠାତ୍ ପ୍ରକାଶ କରିବା ଠିକ୍ ହେବନାହିଁ।
ସିଂହ
ଆଜି ଦିନରେ ସାମୟିକ ମାନସିକ ସ୍ତରରେ ଅଶାନ୍ତି ରହିପାରନ୍ତି। ଅପରାହ୍ନେ ଅଯାଚିତ ଭାବରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ ।ପରିବହନ, ବ୍ୟବସାୟ ରେ ଆଶା ଅନୁଯାୟୀ ଫଳ ପାଇବେ।
କନ୍ୟା
ଆଜିର ସବୁ କାମ ବହୁତ ବିଳମ୍ବରେ ସମ୍ପନ୍ନ ହେବା କାରଣରୁ ମନଟା ଭଲ ରହିବ ନାହିଁ। ଅର୍ଥନୈତିକ ସ୍ଥିତି, ପାରିବାରିକ ପରିସ୍ଥିତି ପୂର୍ବ ପରି ବଳବତ୍ତର ରହିବ। ସାଂଗଠନିକ କାମ, ରାଜନୀତି ରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ତୁଳା
ଶାରୀରିକ ଓ ମାନସିକ ସ୍ଥିତି ବହୁତ ଭଲ ରହିଲେ ମଧ୍ୟ ଧନହାନି ମନସ୍ତାପର କାରଣ ହୋଇପାରେ। ସନ୍ତାନଙ୍କ ଉନ୍ନତି, ଶିକ୍ଷା,ପ୍ରଭୃତିରେ ସଫଳତା ପାଇପାରିବେ। ଆନୁଷ୍ଠାନିକ କାମ, ରାଜନୈତିକ ସଙ୍ଗଠନ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ।
ବିଛା
ଆଜି ଅଯଥା ଭାବପ୍ରବଣ ହେଲେ ନିଜ ପାଇଁ ତାହା କ୍ଷତିର କାରଣ ପାଲଟି ଯିବ। ଅଫିସରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ କିନ୍ତୁ ସମୟାନ୍ତରେ ସମାଧାନ ମଧ୍ୟ ହୋଇଯିବ। ପାରିବାରିକ ଜୀବନରେ ଉତ୍ତମ ବୁଝାମଣାଜନିତ ସୁଖସନ୍ତୋଷ ପାଇପାରିବେ।
ଧନୁ
ଗତକାଲି ଠାରୁ ଯାହା ଭାବୁଛନ୍ତି ଶୀଘ୍ର କରିବା ଭଲ ହେବ ନତୁବା ପରକ୍ଷଣରେ ପରିସ୍ଥିତିି ବଦଳି ଯାଇପାରେ। ପ୍ରିୟ ବନ୍ଧୁଙ୍କ ଆଗରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଗଲେ ପରେ ପସ୍ତେଇବେ। ଶିଳ୍ପ, ବାଣିଜ୍ୟରେ ସୁଫଳ ପାଇବେ।
ମକର
ଆଜି ଆପଣ ନିଜର ବୁଦ୍ଧି ଖଟାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହୋଇପାରନ୍ତି। ଆଜି ବ୍ୟବସାୟୀମାନେ ଭଲ ବ୍ୟବସାୟ ହେବା କାରଣରୁ ଖୁସି ରହିବେ। ହିତୈଷୀମାନଙ୍କ ପରାମର୍ଶରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
କୁମ୍ଭ
ଆଜି ନିର୍ମାଣାଧୀନ କାର୍ଯ୍ୟ ସକାଶେ ଅର୍ଥର ଆବଶ୍ୟକତା ଅପରିହାର୍ଯ୍ୟ ହୋଇପାରେ। ସକାଳୁ ସକାଳୁ ମାଙ୍ଗଳିକ କାମ ସକାଶେ ଖିଆପିଆ ଛାଡ଼ି ବୁଲିବେ। ଆବଶ୍ୟକତା ପୂରଣ କ୍ଷେତ୍ରରେ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡ଼ିପାରେ।
ମୀନ
ଯାତ୍ରା କାଳରେ କିମ୍ବା କର୍ମକ୍ଷେତ୍ରରେ ଅସାବଧାନତାବଶତଃ ଧନ ହାନି କିମ୍ବା ଆଘାତପ୍ରାପ୍ତ ହୋଇପାରନ୍ତି। ପରିବାର, ପରିବହନରେ କ୍ରମଶଃ ସ୍ଥିରତା ଫେରିଆସିବ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି

Читать больше на сайте: https://nakrutka-pf-factorov.ru
организация свадьбы в москве организация свадьбы москва под ключ
Steam Desktop Authenticator https://sdasteam.com (SDA). It allows you to generate account login codes and automatically confirm trades or item sales on the Community Market without using your smartphone.
Everything for Minecraft topminecraftworldseeds.com in one place: mods, skins, maps, texture packs, and the best seeds for survival, creativity, and adventure. Collections of popular add-ons, installation instructions, updates, and secure downloads for different versions of the game.
Everything for Minecraft https://www.topminecraftworldseeds.com in one place: mods, skins, maps, texture packs, and the best seeds for survival, creativity, and adventure. Collections of popular add-ons, installation instructions, updates, and secure downloads for different versions of the game.