ଭୁବନେଶ୍ୱର : ଦେଶରେ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ବଢ଼ିବାରେ ଲାଗିଛି। ଜନସାଧାରଣଙ୍କ ଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍ଡାଉନ ଅବଧିକୁ ଏପ୍ରିଲ ୩୦ଯାଏ ମଧ୍ୟ ବୃଦ୍ଧି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ କରୋନା ସ୍ଥିତି ସମ୍ପର୍କରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। କଂଗ୍ରେସ ପକ୍ଷରୁ କିପରି ଗରିବ, ନିରାଶ୍ରୟଙ୍କୁ ସହଯୋଗ କରାଯାଉଛି ସେନେଇ କଥା ହୋଇଥିଲେ। ଏହାସହ ଲୋକମାନଙ୍କୁ ଖାଦ୍ୟ ଏବଂ ମାସ୍କ ବଣ୍ଟନରେ କରି ସାହାଯ୍ୟ କରୁଛି ସେ ବିଷୟରେ ମଧ୍ୟ ଜଣାଇଥିଲେ। କଂଗ୍ରେସ ରାଜ୍ୟରେ କୃଷି ସଙ୍କଟର ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଓ ସରକାରଙ୍କୁ ଅନୁରୋଧ କରିଛି। ମାରାତ୍ମକ କରୋନା ଭାଇରସର ବିସ୍ତାରକୁ ମୁକାବିଲା କରିବା ପାଇଁ ରାଜ୍ୟରେ ପର୍ଯ୍ୟାପ୍ତ ପରୀକ୍ଷଣ କରାଯାଉ ନ ଥିବାରୁ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି ବୋଲି କଂଗେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପିସିସି ସଭାପତି ପଟ୍ଟନାୟକ ଅବଗତ କରିଛନ୍ତି।
ରାଜ୍ୟର ସ୍ଥିତି ସମ୍ପର୍କରେ ସୋନିଆଙ୍କ ସହ କଥାହେଲେ ନିରଞ୍ଜନ
- Advertisement -
Stay Connected
Comment
- Travistajen on କୋଇଲା ଖଣିରେ ଅଭାବନୀୟ ଘଟଣା
- Herbertfak on ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
- bytovaya sfera 18 on ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
- JosephBup on ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
- bytovaya sfera 987 on କୋଇଲା ଖଣିରେ ଅଭାବନୀୟ ଘଟଣା

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Kasyno vavada systematycznie buduje swoją pozycję wśród polskim graczom, oferując kompletną lokalizację w języku polskim. Vavada casino zapewnia metody płatności dostosowane do lokalnego rynku, a vavada pl umożliwia łatwy dostęp dla graczy z Polski. Oficjalną stronę vavada kasyno odwiedzają głównie doświadczonych graczy, którzy doceniają atrakcyjne bonusy i program lojalnościowy.
Zanurz się w fascynujący świat kasyna online Slottica, popularnej platformy hazardowej, która zdobyła uznanie graczy w ponad 15 krajach Europy, w tym w Polsce, Niemczech i Czechach. Nasza oferta obejmuje przeszło 8500 gier kasynowych od czołowych dostawców, takich jak Games Global, Play’n GO, Pragmatic Play czy EGT. Znajdziesz tu zarówno klasyczne automaty w stylu Book of Dead czy Sizzling Hot Deluxe, jak i nowoczesne sloty z progresywnymi jackpotami, np. Mega Moolah, a także gry stołowe i emocjonujące rozgrywki na żywo z krupierami od Evolution Gaming. Możesz także pobrać naszą oficjalną aplikację, zalogować się na swoje konto lub założyć nowe.