ରାୟଗଡ଼ା : ଏକ ଘଣ୍ଟା ବିଳମ୍ବରେ ପହଞ୍ଚିଥିବା ହେତୁ ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ଷମା ମାଗି ଭାଷଣ ଆରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ ନିଜ ଭାଷଣରେ ରାୟଗଡ଼ାରେ ୧୨୫୦କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟନ କରି ଆପଣମାନେ ଖୁସି ତ ବୋଲି କହିଥିଲେ। ସମାବେଶରେ ସେ ୧୫୦୦ ଜଣ ନିର୍ମାଣ ଶ୍ରମିକଙ୍କୁ ସାଇକେଲ୍, ୧୧୮୯ ଜଣଙ୍କୁ ମଧୁବାବୁ ପେନ୍ସନ୍, ୧୨୯୭ ଜଣଙ୍କୁ ଜଙ୍ଗଲ ଜମି ଅଧିକାର ପଟ୍ଟା ପ୍ରଦାନ କରିଥିଲେ। । ରାୟଗଡ଼ା ଜିଲ୍ଲାର ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ସିଡମନି ସହାୟତା ପାଇଥିବା ୬୭୨୯ଟି ସ୍ୱୟଂ ସହାୟକ ଗୋଷ୍ଠୀ, ୨ କୋଟି ୨୦ ଲକ୍ଷ ଟଙ୍କା ଡିଜିଟାଲ୍ ସଶକ୍ତିକରଣ ନିମନ୍ତେ ପାଇଥିବା ୬୭୩୫ ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ୨କୋଟି ୭୫ ଲକ୍ଷ ଟଙ୍କା ସହାୟତା ପାଇଥିବା ୧୧ଟି ବ୍ଳକ୍ସ୍ତରୀୟ ମହାସଂଘର ସଦସ୍ୟାମାନଙ୍କ ସହ କଥାବାର୍ତ୍ତା ହୋଇଥିଲେ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ୫୩୨ କୋଟି ୫୮ ଲକ୍ଷ ୫୧ ହଜାର ଟଙ୍କା ବ୍ୟୟ ଅଟକଳ ହୋଇଥିବା ୪୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ୨୦୪ କୋଟି ୮୪ ଲକ୍ଷ ୩୭ ହଜାର ଟଙ୍କା ବ୍ୟୟରେ ନିର୍ମିତ ୪୧ଟି ପ୍ରକଳ୍ପର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Kasyno vavada systematycznie buduje swoją pozycję wśród polskim graczom, oferując kompletną lokalizację w języku polskim. Vavada casino zapewnia metody płatności dostosowane do lokalnego rynku, a vavada pl umożliwia łatwy dostęp dla graczy z Polski. Oficjalną stronę vavada kasyno odwiedzają głównie doświadczonych graczy, którzy doceniają atrakcyjne bonusy i program lojalnościowy.
Dbamy o to, aby każdy gracz czuł się bezpiecznie i komfortowo. Oferujemy popularne metody płatności, takie jak Blik, Przelewy24, Skrill czy karty VISA/Mastercard, z minimalnym depozytem wynoszącym zaledwie 40 zł. Wypłaty w kasynie Slotica PL realizujemy błyskawicznie – zazwyczaj w ciągu 24 godzin. Zapewniamy także całodobowe wsparcie w języku polskim, dostępne przez czat online lub e-mail.