ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଅପରାହ୍ନ ୩ଟା ୩୦ରେ ଫଳ ପ୍ରକାଶ ପାଇବାକୁ ଥିବାବେଳେ ଛାତ୍ରୀଛାତ୍ର www.chseodisha.nic.in ଏବଂ http://orissaresults.nic.in ଓ୍ବାବ୍ସାଇଟ୍ରେ ନିଜ ନିଜର ରେଜଲ୍ଟ ଦେଖିପାରିବେ। ସୂଚନା ଭବନ ପରିସରସ୍ଥ ଗୀତଗୋବିନ୍ଦ ସଦନରେ ପରୀକ୍ଷା ଫଳ ଘୋଷଣା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ କଳାରେ ୨ଲକ୍ଷ ୩୫ହଜାର ୧୮୩ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୮ହଜାର ପରୀକ୍ଷା ଦେଇଥିଲେ। ସୂଚନାଯୋଗ୍ୟ, ଜୁନ୍ ୩ରେ ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।
ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Arnoldted on ଆରମ୍ଭ ହେଲା ‘ରକ୍ଷକ’ କାର୍ଯ୍ୟକ୍ରମ
- Henryrof on ରାଜ୍ୟ ଅଙ୍ଗନୱାଡ଼ି କର୍ମୀଙ୍କ ଆଭିମୁଖ୍ୟ ଥିଲା ଗରମ ଏବେ ନରମ !
- Hugokex on କାମ କରିବାକୁ ଯାଇ ଝିଅ ତାମିଲନାଡ଼ୁରେ ନିଖୋଜ; ଗୁହାରୀ ପରେ ମଧ୍ୟ ଶୁଣୁନି ସରକାର !
- KendrickgeM on ରାମ ମନ୍ଦିର ମାମଲା : ଅଯୋଧ୍ୟ୍ୟାରେ ଉଦ୍ଧବ ଠାକରେ
- YusufZibly on ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: କ୍ୱାରାଣ୍ଟାଇନ୍ ନିୟମ ଉଲ୍ଲଂଘନ କଲେ ଗିରଫ
