ଭୁବନେଶ୍ବର: ଆଜି ପୁଣି ଓଡ଼ିଶାରେ ଆଉ ୫ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି। ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କେତେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ପ୍ରାପ୍ତ ସୂଚନା ଅନୁଯାୟୀ ସବୁଠାରୁ ଅଧିକ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି। ଏହି ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ । ଅପରପକ୍ଷରେ ବାଲେଶ୍ୱର ଓ ଭଦ୍ରକରେ ୮ଜଣ ଲେଖାଁଏ, ଯାଜପୁରରେ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରେ ୩ ଜଣ, କେନ୍ଦ୍ରପଡ଼ା ଓ କଳାହାଣ୍ଡିରେ ୨ ଜଣ ଲେଖାଁଏ , କଟକ, ଢେଙ୍କାନାଳ ଓ ପୁରୀ ଜିଲ୍ଲାରେ ଜଣେ ଲେଖାଁଏ କରୋନା ପଜଟିଭ୍ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତମାନେ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମାନଙ୍କ ମଧ୍ୟରୁ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୫୩ଟି ସକ୍ରିୟ ମାମଲା ରହିଛି । ଅପରପକ୍ଷରେ ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।
କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ,ଜାଣନ୍ତୁ
Leave a Comment
Leave a Comment
- Advertisement -
Stay Connected
Comment
- shkola onlain_jnOi on ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
- NicolasFaity on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- shkola onlain_arOi on ସୋନପୁରରେ ରାଜ୍ୟ ସରକାର ଓ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
- Omarhow on ସଞ୍ଜୟ ଦାସବର୍ମା ହେଲେ ଯୋଜନା ବୋର୍ଡର ଉପାଧ୍ୟକ୍ଷ
- VirgilInjug on ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ
