ଭୁବନେଶ୍ୱର : କରୋନା ସଂକ୍ରମଣ ପାଇଁ ଲକ୍ଡାଉନ ଜାରି ରହିଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ରାଜ୍ୟ ସରକାର ବିଶେଷ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଅନ୍ୟ ରାଜ୍ୟରେ ଅଟକିଥିବା ଶ୍ରମିକମାନେ ଖାଇବା, ରହିବା ଏବଂ କାମ କରିବାର ସୁବିଧା ହରାଇବା ପରେ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ତେଣୁ ସେମାନଙ୍କୁ ଫେରାଇ ଆଣିବାକୁ ସରକାର ବିଭିନ୍ନ ରାଜ୍ୟ ସହ ଯୋଗାଯୋଗ କରିବା ଆରମ୍ଭ କରିଛନ୍ତି। ସେହି ଅନୁଯାୟୀ ତାମିଲନାଡୁରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଶା ଫେରାଇ ଆଣିବା ଲାଗି ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏ ସମ୍ପର୍କରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସାମୀଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। କିପରି ଓଡ଼ିଆ ଶ୍ରମିକ ଫେରିବେ ସେନେଇ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗଦେଇଛନ୍ତି। କେନ୍ଦ୍ର ସରକାର ଏଥିଲାଗି ସହଯୋଗ ଯୋଗାଇ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଅନୁରୋଧ କରିଛନ୍ତି। ଲକ୍ଡାଉନ ଯୋଗୁ ତାମିଲନାଡୁରେ ଅଟକି ରହିଯାଇଥିବା ଓଡ଼ିଆ ଶ୍ରମିକମାନଙ୍କ ଉପଯୁକ୍ତ ଯତ୍ନ ନେଉଥିବାରୁ ମୁଖ୍ୟମନ୍ତ୍ରୀ ପାଲାନିସାମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାସହିତ ରାଜ୍ୟକୁ ଫେରିବାକୁ ଚାହୁଁଥିବା ଶ୍ରମିକମାନେ ଯେପରି ସୁବିଧାରେ ଫେରିପାରିବେ ସେନେଇ ସହଯୋଗ କରିବାକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି। ପାଲାନିସାମୀ ମଧ୍ୟ ଏ ଦିଗରେ ସବୁ ପ୍ରକାର ସହଯୋଗ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ଚେନ୍ନାଇର ଗୁରୁ ନାନକ କଲେଜରେ କରାଯାଇଥିବା ଶିବିରରେ ରହିଥିବା ଓଡ଼ିଆମାନେ ଏହି ଅବସରରେ ନବୀନଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ କଥା ହୋଇଛନ୍ତି। ତାମିଲନାଡୁ ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ବରିଷ୍ଠ ପରାମର୍ଶଦାତା ଆର୍.ବାଲ୍କ୍ରିଷ୍ଣନ ଏହି କାର୍ଯ୍ୟର ତଦାରଖ କରିବେ ବୋଲି ନବୀନ ସୂଚନା ଦେଇଛନ୍ତି।
ତାମିଲନାଡୁରେ ଅଟକିଥିବା ଶ୍ରମିକଙ୍କୁ ଫେରାଇବାକୁ ଉଦ୍ୟମ
- Advertisement -
Stay Connected
Comment
- pancrelipase administration time on ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳ ପାଇଁ ପାନୀୟ ଜଳ ଯୋଜନାର ସମୀକ୍ଷା
- Ralphviz on ଯୁଦ୍ଧ ବିମାନ ଜାଗୁଆରରେ ଲାଗିଲା ନିଆଁ !
- Ralphviz on ଆସନ୍ତା ୨୦ରୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ ହେବ : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
- Ralphviz on ଘରେ ପସ୍ତୁତ କରନ୍ତୁ ….ବ୍ରେଡ୍ ପୁଡିଂ ।
- Ralphviz on ମଧ୍ୟପ୍ରଦେଶ ରାଜନୀତି ସରଗରମ: ଶକ୍ତି ପରୀକ୍ଷା ନେଇ ଅନିଶ୍ଚିତତା

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Vavada casino oferuje polskim graczom rozbudowany wybór gier od pragmatic play i evolution gaming, atrakcyjne bonusy powitalne oraz profesjonalną obsługę klienta w języku polskim.
Vavada w Polsce zdobyła popularność dzięki pełnej lokalizacji i wsparciu dla płatności w złotówkach. Gracze doceniają możliwość grania w języku polskim i kontakt z obsługą klienta w rodzimym języku. Oferta promocyjna, w tym stały cashback 10, dodatkowo zwiększa atrakcyjność kasyna. Na tle konkurencji wyróżnia się szeroką gamą gier, szybkim czasem wypłat i aplikacjami mobilnymi. Wszystko to czyni serwis istotnym graczem na polskim rynku gier online. Vavada Polska kusi graczy nie tylko bonusami, ale też prostotą rejestracji i ogromnym katalogiem gier. Wygodne płatności w PLN oraz szybkie wypłaty? To właśnie doceniają użytkownicy. Wielu z nich chwali intuicyjną obsługę i dynamiczne aplikacje mobilne. A cashback? W Polsce uznawany jest niemal za obowiązkowy element, bo pozwala zmniejszyć ryzyko strat. Czy dziwi więc, że platforma zdobyła reputację bezpiecznej i praktycznej alternatywy wobec konkurencji?