ଭୁବନେଶ୍ୱର : କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠପ୍ ହୋଇଯାଇଛି। କେତେକ ଘରୋଇ ସ୍କୁଲ୍ରେ ଅନ୍ଲାଇନ୍ ଜରିଆରେ ପାଠପଢ଼ା ଯାଉଛି। ଏହି ଅନ୍ଲାଇନ ପାଠପଢ଼ାକୁ ରାଜ୍ୟର ସମସ୍ତ ସରକାରୀ ସ୍କୁଲ୍ରେ ଲାଗୁ କରିବା ପାଇଁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ହ୍ବାଟ୍ସଆପ୍ ଜରିଆରେ ଶିକ୍ଷାଦାନ ପାଇଁ ‘ଓଡ଼ିଶା ଶିକ୍ଷା ସଂଯୋଗ’ ନାମରେ ଏକ କାର୍ଯ୍ୟକ୍ରମ ଆରମ୍ଭ କରିବା ପାଇଁ ବୁଧବାର ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ଏହି ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟର ସମସ୍ତ ବିଦ୍ୟାଳୟ ମାର୍ଚ୍ଚ ୧୭ରୁ ବନ୍ଦ ରହିଛି। ତେଣୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ଲକ୍ଷ୍ୟରେ ରଖି ଟିଭି ଏବଂ ଅନ୍ଲାଇନ କିମ୍ବା ଡିଜିଟାଲ ଶିକ୍ଷାଦାନର ପଦ୍ଧତିକୁ ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ଦଶମ ଶ୍ରେଣୀ ପାଇଁ ବିଜ୍ଞାନ, ଗଣିତ, ଇଂଲିଶ ଏବଂ ଭୂଗୋଳର ପାଠ୍ୟକ୍ରମର କିଛି ଭିଡିଓ ଦୂରଦର୍ଶନ ଓଡ଼ିଆରେ ପ୍ରସାରିତ ହେଉଛି। ଏହି କାର୍ଯ୍ୟକ୍ରମ ମେ’ ୧୨ରେ ଶେଷ ହେବ। ବିଭିନ୍ନ ବିଷୟର ଅଧିକ ଭିଡିଓ ରେକର୍ଡିଂ ଏବଂ ପ୍ରସାରଣ ପାଇଁ ପଦକ୍ଷେପ ନିଆଯାଉଛି। ବିଭିନ୍ନ ସ୍ତରରେ ହ୍ବାଟ୍ସଆପ୍ ଗ୍ରୁପ୍ ମାଧ୍ୟମରେ ଶିକ୍ଷାଦାନ ପଦ୍ଧତିକୁ ଆପଣାଇବା ପାଇଁ ନିଷ୍ପତ୍ତି ହୋଇଛି। ଅନ୍ଲାଇନ୍ରେ ଏହା ଛାତ୍ରୀଛାତ୍ରଙ୍କ ପାଇଁ ସହଜ ହେବ। ଏହିପରି ଏକ କାର୍ଯ୍ୟକ୍ରମ ଯଥା ‘ଶିକ୍ଷା ସଂଯୋଗ’ ଖୋର୍ଦ୍ଧା ଜିଲାରେ ୧୯ ଏପ୍ରିଲରୁ ଆରମ୍ଭ ହୋଇଛି। ‘ଓଡ଼ିଶା ଶିକ୍ଷା ସଂଯୋଗ’ ନାମରେ ରାଜ୍ୟର ଅନ୍ୟାନ୍ୟ ଜିଲାରେ ଏଭଳି କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି। ପାଠ୍ୟସୂଚୀ ପ୍ରସ୍ତୁତ ସହ ସମୟ ନିର୍ଘଣ୍ଟହେବ। ଜିଲା ଶିକ୍ଷା ଅଧିକାରୀଙ୍କ ଠାରୁ ଆରମ୍ଭ କରି ଛାତ୍ରୀଛାତ୍ରଙ୍କ ପର୍ଯ୍ୟନ୍ତ ବିଭିନ୍ନ ହ୍ବାଟ୍ସଆପ୍ ଗ୍ରୁପ୍ ଗଠନ କରାଯିବ। ସେଥିରେ ପାଠ୍ୟ ଉପକରଣ ପ୍ରଦାନ କରାଯିବ। ମେ’ ୭ତାରିଖ ସୁଦ୍ଧା ଏହି କାର୍ଯ୍ୟକ୍ରମ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ହ୍ବାଟ୍ସଆପ୍ରେ ପାଠପଢ଼ିବେ ଛାତ୍ରୀଛାତ୍ର
4 Comments
4 Comments

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Casino vavada zyskuje pozytywne opinie dzięki różnorodnej ofercie obejmującej sloty, gry stołowe oraz turnieje z evolution gaming. Kasyno online oferuje bonus powitalny, darmowe spiny i bonusy oraz kody promocyjne dla nowych graczy. Obsługa klienta gaming działa sprawnie, a gracze mogą wziąć udział w promocjach dostępnych na vavada pl.
Dbamy o to, aby każdy gracz czuł się bezpiecznie i komfortowo. Oferujemy popularne metody płatności, takie jak Blik, Przelewy24, Skrill czy karty VISA/Mastercard, z minimalnym depozytem wynoszącym zaledwie 40 zł. Wypłaty w kasynie Slotica PL realizujemy błyskawicznie – zazwyczaj w ciągu 24 godzin. Zapewniamy także całodobowe wsparcie w języku polskim, dostępne przez czat online lub e-mail.
Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników. Opierając się na naszym doświadczeniu, platforma wyróżnia się szybkim działaniem i różnorodnością treści. Vavada Polska jest chętnie wybierana w Polsce przez szeroki wybór gier i bonusów. Marka Vavada pojawiła się na scenie w 2017 roku z garścią slotów w ofercie. Od tamtej chwili przeszła długą drogę – dziś w jej katalogu znajdziesz nie tylko automaty, lecz także klasyczne gry stołowe, jackpoty i rozbudowane kasyno na żywo. Z lokalnego debiutanta Vavada stała się graczem globalnym, a w Polsce zdobyła sympatię użytkowników dzięki prostym zasadom, licencji Curaçao oraz wygodnym płatnościom w złotówkach. To konsekwentne podejście sprawia, że marka systematycznie wzmacnia swoją pozycję w świecie iGamingu.