ଭୁବନେଶ୍ୱର : ବରିଷ୍ଠ ଆଇପିଏସ୍ ଅଫିସର ଧୀରେନ୍ଦ୍ର ସାମ୍ଭାଜି କୁଟ୍ଟେଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ବୁଧବାର ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ୧୯୯୭ ବ୍ୟାଚ୍ର ଏହି ଆଇପିଏସ୍ ଅଧିକାରୀ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ଅଫିସର ଅନ୍ ସ୍ପେସିଆଲ ଡ୍ୟୁଟି(ଓଏସ୍ଡି) ଭାବେ କାର୍ଯ୍ୟ କରିଆସୁଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ଡି.ଏସ୍ କୁଟ୍ଟେ
Leave a Comment
Leave a Comment
- Advertisement -
Stay Connected
Comment
- Bennienuh on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- Jeffersondeali on ଆଜି ମାଟ୍ରିକ୍ ପରୀକ୍ଷାଫଳ
- lastPostAnchor on ଅାସନ୍ତାକାଲି ବିଜେପି ଛାଡ଼ିବେ ଦିଲୀପ ରାୟ ଓ ବିଜୟ ମହାପାତ୍ର !
- DamonAsymn on ସ୍ୱାଦିଷ୍ଟ ଷ୍ଟିମଡ ଲେମନ ଫିସ
- NormanGlalt on ଆଜି ମାଟ୍ରିକ୍ ପରୀକ୍ଷାଫଳ
