ଭୁବନେଶ୍ୱର : ଉତ୍କଳ ବିଶ୍ୱ ବିଦ୍ୟାଳୟ ଅଚାନକ ଗସ୍ତ କରିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ | ଛାତ୍ରଛାତ୍ରୀମାନଙ୍କର ବିକ୍ଷୋଭ ପରେ ମନ୍ତ୍ରୀ ଅରୁଣ ସାହୁ ଅଚାନକ ବିଶ୍ୱ ବିଦ୍ୟାଳୟ ପରିଦର୍ଶନ କରି ହଷ୍ଟେଲର ଭିତ୍ତିଭୂମି ଓ ଅନ୍ୟାନ୍ୟ ବିଷୟରେ ପଚାରି ବୁଝିଛନ୍ତି ମନ୍ତ୍ରୀ । ଏହା ସହିତ ଅନ୍ୟାନ୍ୟ କାର୍ଯ୍ୟଗୁଡ଼ିକର ମଧ୍ୟ ସମୀକ୍ଷା କରିଛନ୍ତି । ସୂଚନା ଅନୁଯାୟୀ ମନ୍ତ୍ରୀ ଆଜି ପୁରା ଦିନ ବିଶ୍ଵ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ସହ କାଟିବେ ବୋଲି ଜଣାପଡିଛି । ବିଶ୍ୱବିଦ୍ୟାଳୟ ବିକାଶ ପାଇଁ କୋଟି କୋଟି ଟଙ୍କା ଆସୁଛି କିନ୍ତୁ ତାହା କଣ ପାଇଁ ବିକାଶ କାର୍ଯ୍ୟ ରେ ଲାଗି ପାରୁନାହିଁ ତାହାକୁ ନେଇ ବିରକ୍ତ ପ୍ରକାଶ କରିବା ସହ ତୁରନ୍ତ ଏହି ପାଣ୍ଠି କୁ ବିନିଯୋଗ ପାଇଁ ତାଗିଦ କରିଥିଲେ । ଏହି ଗସ୍ତ ସମୟରେ ମନ୍ତ୍ରୀଙ୍କ ସହ ସ୍ଥାନୀୟ ଉତ୍ତର ବିଧାୟକ ସୁଶାନ୍ତ ରାଉତ ମଧ୍ୟ ଉପସ୍ଥିତ ଥିବା ସୂଚନା ମିଳିଛି । ଗତ ଦୁଇ ଦିନ ତଳେ ୧୦ ଦଫା ଦାବିରେ ଛାତ୍ରଛାତ୍ରୀମାନେ କୁଳପତିଙ୍କୁ ଘେରିଥିଲେ । କୁଳପତିଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଉଦ୍ୟମ କରିବା ସହିତ ସେଠାରେ ବସି ନାରାବାଜି କରିଥିଲେ । ପରିସ୍ଥିତି ଅଣାୟତ ହେବାରୁ ଭୁବନେଶ୍ୱର ଡିସିପି ନିଜେ ପହଁଚି ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ ।
ଅଚାନକ ବାଣୀବିହାର ପରିଦର୍ଶନରେ ଉଚ୍ଚ ଶିକ୍ଷାମନ୍ତ୍ରୀ
- Advertisement -
Stay Connected
Comment
- Kapelnica ot pohmelya_ghKI on ଗତ ୨୪ ଘଣ୍ଟା ଭିତରେ କରୋନା ନିର୍ଦେଶାବଳୀ ଉଲ୍ଲଂଘନ ପାଇଁ ଓଡ଼ିଶାରେ୨୪୫ ବିରୋଧରେ ମାମଲା
- stalnaya lenta kypit_kdel on ଭାଇର ଅଭିଯୋଗ; ଯୌତୁକ ପ୍ରଥା ମୋ ଭଉଣୀକୁ ମାରିଦେଲା !
- RodrigoLip on ଭାଗ ନଛିଡ଼ିବରୁ ପିଟା ପିଟି !
- Narkolog na dom_tnOl on ଡସେମ୍ବର ୧୮ରେ ବିକ୍ରି ହେବେ କ୍ରକେଟ୍ ଖେଳାଳି !
- Lawrencesmumn on ଆଜିର ରାଶିଫଳ

ip камера видеонаблюдения 2.8 мм ip камера купить
Узнать больше здесь: https://megastroy77.ru
Только лучшие материалы: https://avantum-remont.ru
заказ шкафа по размерам https://шкафы-заказать.рф
сайт свадебного агентства организация свадьбы под ключ
действующий промокод в пятерочке промокод пятерочка на повторный заказ
Everything for Minecraft topminecraftworldseeds com in one place: mods, skins, maps, texture packs, and the best seeds for survival, creativity, and adventure. Collections of popular add-ons, installation instructions, updates, and secure downloads for different versions of the game.
Everything for Minecraft topminecraftworldseeds com in one place: mods, skins, maps, texture packs, and the best seeds for survival, creativity, and adventure. Collections of popular add-ons, installation instructions, updates, and secure downloads for different versions of the game.