ଭୁବନେଶ୍ୱର : ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ରାଷ୍ଟ୍ରପତି ଭବନରେ ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜନ୍ମଜୟନ୍ତୀ ପାଳନ ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ବୈଠକରେ ଯୋଗଦେବେ। ଶୁକ୍ରବାର ଏବଂ ଶନିବାର ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ନିକଟରେ ବକେୟା ଥିବା ବିଭିନ୍ନ ସହାୟତା ରାଶି ସମ୍ପର୍କିତ ସମୀକ୍ଷା ବୈଠକ କରିବେ। କିଛି କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ରବିବାର ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିବେ।
ଆଜିଠୁ ୫ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Psihiatr na dom_ceea on ମୋଦି ଅର୍ଥ ମୁଣା ଏବେ ସହର ମୁହାଁ; ଗାଁ ଚାଷୀ, ମୂଲିଆ ଭକୁଆ !
- RussellZerce on ନବୀନ ନିବାସ ସମ୍ମୁଖରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ
- MichaelAwait on ରାଜ୍ୟରେ ପଞ୍ଚମ କରୋନା ରୋଗୀ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୫କୁ ବୃଦ୍ଧି
- AaronTep on London Spitfire punches ticket to Overwatch League finals
- Jamesvon on ଘରୋଇ କଳିର କରୁଣ ପରିଣତି !
