ଲକ୍ଷ୍ନୌ : ଉତ୍ତରପ୍ରଦେଶରେ କରୋନା ଭାଇରସ୍କୁ ନେଇ ଲଗାତର ସ୍ବାସ୍ଥ୍ୟବିଭାଗ ବୁଲେଟିନ୍ ଜାରି କରୁଛି। ମଙ୍ଗଳବାର ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ନୋଏଡାରେ ୨ଜଣ ସଂକ୍ରମିତ ଚିହ୍ନଟ ହେବା ପରେ ସଂକ୍ରମିତଙ୍କ ସଂଖ୍ୟା ୧୫ରେ ପହଞ୍ଚିଥିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ମିଳିଛି। ସେଥିମଧ୍ୟରୁ ୫ଜଣ ରୋଗୀ ଅତି ସମ୍ବେଦନଶୀଳ ଅବସ୍ଥାରେ ଭର୍ତ୍ତି ହୋଇଛନ୍ତି। ଏପର୍ଯ୍ୟନ୍ତ ଆଗ୍ରାରେ ୮, ନୋଏଡାରେ ୩, ଲକ୍ଷ୍ନୌରେ ୨ ଓ ଗାଜିଆବାଦରେ ୨ଜଣ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ଯାଞ୍ଚରେ ଏପର୍ଯ୍ୟନ୍ତ ୭୦୯ ନମୂନା ନେଗେଟିଭ୍ ଆସିଥିବା ଜଣାପଡ଼ିଛି।
ଉତ୍ତରପ୍ରଦେଶରେ ୧୫ କରୋନା ରୋଗୀ
Leave a Comment
Leave a Comment
- Advertisement -
Stay Connected
Comment
- mostbet_swOt on ଆଜିର ରାଶିଫଳ
- Ronalddog on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- mostbet_zbml on ୟୁନିୟନ୍ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା
- mostbet_jsSi on ରାଜଧାନୀ ପ୍ରଶାନ୍ତି ବିହାର ଅଂଚଳରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର !
- mostbet_wyOt on ଭାରତୀୟ ବାୟୁ ସେନାକୁ ଟୁଇଟ କରି ସାଲ୍ୟୁଟ ଜଣାଇଲେ ନବୀନ
