ବିଜେପୁର ଉପନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। ୩ ପ୍ରମୁଖ ଦଳର ହେଭିୱେଟ୍ ନେତା ବିଜେପୁରରେ ଡେରା ପକାଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେପୁର ନିର୍ବାଚନ ମଣ୍ଡଳୀରେ ପହଞ୍ଚିବେ। ସେଠାରେ ସେ ୨ଦିନ ଧରି ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଗତକାଲି ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ପ୍ରଚାର କରିଥିଲେ। ଅନ୍ୟପକ୍ଷରେ ରୋହିତ ପୂଜାରୀ, ସ୍ନେହାଙ୍ଗିନି ଛୁରିଆ, ଟୁକୁନି ସାହୁ ମଧ୍ୟ ରୀତା ସାହୁଙ୍କ ପାଇଁ ପ୍ରଚାରର ମଙ୍ଗ ଧରିଛନ୍ତି।
ଆଜି ବିଜେପୁରରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- 1win_prsn on ଆଜି କ୍ୱାଟର ଫାଇନାଲରେ ମୁହାଁମୁହିଁ ହେବେ : ଆର୍ଜେଣ୍ଟିନା-ଇଂଲଣ୍ଡ, ଅଷ୍ଟେଲିଆ-ଫ୍ରାନ୍ସ !
- RonaldWal on ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ
- PeterElozy on ସଞ୍ଜୟ ଦାସବର୍ମା ହେଲେ ଯୋଜନା ବୋର୍ଡର ଉପାଧ୍ୟକ୍ଷ
- DuncanObsem on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- Ricoelibe on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
