ଫେବୃୟାରୀ ୦୭ ତାରିଖ ୨୦୧୯ମସିହା
କାଳବେଳା – ଦିବା ଘ୦୭/୫୦ଗତେ ଘ୦୯/୧୫ମଧ୍ୟେ
ବାରବେଳା-ଦିବା ଘ୦୨/
୫୦ଗତେ ଘ୦୪/୧୫ମଧ୍ୟେ
ଅମୃତବେଳା – ଦିବା ଘ୦୭/୫୦ମଧ୍ୟେ ଓ ଘ୦୧/୨୮ଗତେ ଘ୨୨/୫୦ମଧ୍ୟେ
ମାହେନ୍ଦ୍ର ବେଳା- ଦିବା ଘ ୦୯/୧୬ ଗତେ ଘ୧୦/୩୪ମଧ୍ୟେ ଓ ରାତ୍ରି ଘ୧୨/୦୩ଗତେ ଘ୦୧/୪୨ମଧ୍ୟେ
ବାରବେଳା-ଦିବା ଘ୦୨/
୫୦ଗତେ ଘ୦୪/୧୫ମଧ୍ୟେ
ଅମୃତବେଳା – ଦିବା ଘ୦୭/୫୦ମଧ୍ୟେ ଓ ଘ୦୧/୨୮ଗତେ ଘ୨୨/୫୦ମଧ୍ୟେ
ମାହେନ୍ଦ୍ର ବେଳା- ଦିବା ଘ ୦୯/୧୬ ଗତେ ଘ୧୦/୩୪ମଧ୍ୟେ ଓ ରାତ୍ରି ଘ୧୨/୦୩ଗତେ ଘ୦୧/୪୨ମଧ୍ୟେ
ମେଷ
ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଆଜକୁ କେତେଦିନ ହେଲା ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ହୋଇଯିବ। କିନ୍ତୁ ଯାତ୍ରା, ଆଲୋଚନା ତଥା ବ୍ୟବସାୟ ଓ ବାଣିଜ୍ୟ, ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଏବଂ ସରକାରୀ ସାହାଯ୍ୟ ପାଇପାରନ୍ତି।
ବୃଷ
ଶୁକ୍ର ନକ୍ଷତ୍ରସ୍ଥ କର୍ମାଧିପତି ଅଷ୍ଟମସ୍ଥ ଯୋଗୁ କର୍ମକ୍ଷେତ୍ର ସାଙ୍ଗକୁ ବିଭିନ୍ନ ପ୍ରକାର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ । ଅବଶ୍ୟ ଗତକାଲିଠାରୁ ଯେଉଁ କାମରେ ହାତ ଦେଇଛନ୍ତି ତାହାକୁ ଯେ କୌଣସି ପ୍ରକାରେ କରିବାରେ ସମର୍ଥ ହେବେ। ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ମିଥୁନ
ଚତୁର୍ଥାଧିପ ବୁଧ ଶତ୍ରୁ ନକ୍ଷତ୍ରସ୍ଥ ଯୋଗୁ ପରକଥାରେ ପାରିବାରିକ ସମସ୍ୟା ସୃଷ୍ଟିର ସୂଚନାକୁ ଏଡ଼ି ହେବନାହିଁ। କାମ କରିବାର ସ୍ପୃହା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ବନ୍ଧୁଙ୍କ ସହ ଆଲୋଚନାରେ ଦ୍ୱନ୍ଦ୍ୱ ଓ ଓଲଟା ବୁଝତ୍ ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ।
କର୍କଟ
ଶତ୍ରୁଭାବାଧିପତି ବୃହସ୍ପତି ମିତ୍ରଭାବରେ ରହି ନିଜର ପ୍ରିୟଜନଙ୍କ ଦ୍ୱାରା ସମସ୍ୟା ଓ ମନସ୍ତାପ କରିପାରନ୍ତି। କିନ୍ତୁ ପୁଷ୍ୟା ନକ୍ଷତ୍ର ସକାଶେ ପରିସ୍ଥିତି ଯେତିକି ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ଶିଳ୍ପ, ବ୍ୟବସାୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିପାରନ୍ତି।
ସିଂହ
ଷଷ୍ଠାଧିପ ଶନି ପ୍ରଭାବରେ ଆପଣଙ୍କ କଥିତ ଅତୀତ କଥା କୌଣସି ବନ୍ଧୁ କିମ୍ବା ମହିଳାଙ୍କ ମାଧ୍ୟମରେ ସମସ୍ୟା ସୃଷ୍ଟି କରିପାରେ। ଆର୍ଥିକ ଅନଟନ ମଧ୍ୟରେ ଆଜିର ଆବଶ୍ୟକତା ପୂରଣ ପାଇଁ ଅଣନିଃଶ୍ୱାସୀ ହେବେ। କିନ୍ତୁ ଶେଷରେ କିଛି ପାଇବେ। ପ୍ରଶାସନ, ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ଅଷ୍ଟମାଧିପତି ସ୍ବଗୃହରେ ରହି ଧନସ୍ଥାନକୁ ଦେଖୁଥିବାରୁ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି କଳହ କିମ୍ବା ସମସ୍ୟାର ସମ୍ମୁଖୀନ ହେବେ। ପରିସ୍ଥିତିବଶତଃ ଯେତିକି ପାଇବେ ତାହାଠାରୁ ଅଧିକ କିଛି ବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି। ମାଲି ମକଦ୍ଦମା, ସଭା ସମିତି, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବାର ସୂଚନା ରହିଛି।
ତୁଳା
ତୃତୀୟାଧିପ ବୃହସ୍ପତି ଧନ ସ୍ଥାନରେ ବନ୍ଧୁଙ୍କ ମାଧ୍ୟମରେ ଆର୍ଥିକ ଉନ୍ନତି ଘଟାଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସୀ ହୋଇଯିବ। ପୂର୍ବ ଶତ୍ରୁତାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ । ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, କ୍ରୀଡ଼ା, ସାହିତ୍ୟ, ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ଭାଗ୍ୟାଧିପ ଚନ୍ଦ୍ର ନିଜ ଭାବରୁ ଅଷ୍ଟମସ୍ଥ ହେତୁ ଆପଣଙ୍କ ପ୍ରଗତି ଅନ୍ୟମାନଙ୍କ ଗାତ୍ରଦାୟର କାରଣ ହୋଇପାରେ। ଯାହାକୁ ଅତି ଭଲ ପାଉଛନ୍ତି ତାହାଠାରୁ ପ୍ରତିଦାନ ପାଇବା କଷ୍ଟକର ହୋଇପଡିବ। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଙ୍ଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
କର୍ମାଧିପ ଧନସ୍ଥାନରେ ରହି ଆପଣଙ୍କୁ କର୍ମକ୍ଷେତ୍ରରୁ ସାହାଯ୍ୟ, ସହଯୋଗ ସାଙ୍ଗକୁ ଅର୍ଥପ୍ରାପ୍ତିର ମାର୍ଗକୁ ସୁଗମ କରିପାରନ୍ତି। ଅତି ଅନ୍ତରଙ୍ଗ ବନ୍ଧୁଙ୍କ କଥାରେ ଅସ୍ଥିର ମନ ସ୍ଥିର ହୋଇଯିବ। ସହକର୍ମୀଙ୍କଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାର ସୂଚନା ରହିଛି। ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ମକର
ତୃତୀୟଭାବକୁ ବୃହସ୍ପତି ଅବଲୋକନ କରୁଥିବାରୁ ନିକଟ ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ସାମୟିକ ବିଚଳିତ ରହିପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ରପ୍ତାନି କାରବାର, ଏଜେନ୍ସିରେ ପ୍ରଶଂସିତ ହେବେ।
କୁମ୍ଭ
ସ୍ବଗୃହସ୍ଥ ମଙ୍ଗଳ ପ୍ରଭାବରୁ ଜଣେ ବନ୍ଧୁ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ବିବାଦୀୟ ଘଟଣାରେ ଆଶାଜନକ ଫଳ ପାଇବେ। ବ୍ୟବସାୟ ଓ ପରିବହନରୁ ବହୁତ ଲାଭ ନ ହେଲେ ମଧ୍ୟ ଆବଶ୍ୟକତାରୁ ସାମାନ୍ୟ ଅଧିକ ରହିବ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି।
ମୀନ
ରାଶ୍ୟାଧିପଙ୍କ ରାଶି ପ୍ରତି ଦୃଷ୍ଟି ସାମଗ୍ରିକ ଦୃଷ୍ଟିକୋଣରୁ ପ୍ରତ୍ୟେକ କାର୍ଯ୍ୟ ସକାଶେ ଅନୁକୂଳ ରହିବ। ବନ୍ଧୁ ମାନଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ଶାସ୍ତ୍ରାଲୋଚନା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Black and white striped satin fabricFemale bodybuilding joanna thomas eroticMature wrestling babe
nudeFree naked bridesPassed around used teen partyBiggest penis in the world
guinnessParis vintage motorcycle show xnxx Loving couple have sexSex in the shower ideasBlack hot sexy horny teen babes picsNaked front sideLesbians in germanyMichigan breast implant photoHustler honey feb 82Toonz xxx
https://xnxxfree.win/ Clean shaved men picsHot
naked pictures of leila arcieriLatina fingering her clit movieMom gives son pussy rachel steeleSexy naked women sex
picturesVirgin mary josephBest ways for a guy to masturbate xnxx Home page pistol sexCats who pee all overStrip tease artist on x hamsterTits and ass reese pattiAmateur radio micsDownhill domination 2Hot naked teenage guysBoob jobs in atlanta