ନୂଆଦିଲ୍ଲୀ :ସମ୍ବିଧାନର ୩୭୦ ଧାରା ଉଚ୍ଛେଦ ଏବଂ ଜମ୍ମୁକାଶ୍ମୀରରେ ବିଭାଜନ ପାଇଁ ରାଜ୍ୟସଭାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଗତ ସଂକଳ୍ପକୁ ବିଜେଡି ସମର୍ଥନ କରିଛି | ରାଜ୍ୟସଭାରେ ବିଜେଡି ସଂସଦ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ ଜାମ୍ମୁ କାଶ୍ମୀର ଏବେ ଭାରତର ଅଂଶ ହୋଇଯାଇଛି | ବିଜେଡି ଏକ ଆଞ୍ଚଳିକ ରାଜନୈତିକ ଦଳ ହୋଇଥିଲେ ବି ଦେଶର ଏକତା ଓ ଅଖଣ୍ଡତାକୁ ଏହା ପ୍ରାଥମିକତା ଦିଏ | ବିଜେଡି ଭଳି ବିଏସପି ଓ ଏଆଇଡ଼ିଏମକେ ଏହାକୁ ସମର୍ଥନ କରିଛନ୍ତି | ଏଠାରେ ସୂଚନା ଥାଉ କି ଲଦାଖ ଏବଂ ଜମ୍ମୁ ଓ କଶ୍ମୀରକୁ ପୃଥକ୍ କେନ୍ଦ୍ରଶାସିତ ଅଞ୍ଚଳ କରାଯିବା ଲାଗି ସୋମବାର ଦିନ ରାଜ୍ୟସଭାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅନ୍ୟ ଏକ ପ୍ରସ୍ତାବ ରଖିଥିଲେ । ସେ କହିଛନ୍ତି କି, କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖର ଚଣ୍ଡୀଗଡ଼ ପରି ବିଧାନସଭା ରହିବ ନାହିଁ, କିନ୍ତୁ ଜମ୍ମୁ ଓ କଶ୍ମୀରରେ ଦିଲ୍ଲୀ ଏବଂ ପୁଡୁଚେରୀ ପରି ବିଧାନସଭା କରିବାକୁ ସରକାର ପ୍ରସ୍ତାବ ଦେଇଛନ୍ତି।
ଜାମ୍ମୁକାଶ୍ମୀର ସଂକ୍ରାନ୍ତ ସଂକଳ୍ପକୁ ବିଜେଡିର ସମର୍ଥନ
- Advertisement -
Stay Connected
Comment
- DavidCox on ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
- viagra concert on ଜୁନ୍ ସୁଦ୍ଧା ୨୪ ନୂଆ ଏନ୍ଏସି ଓ ପୌର ନିର୍ବାଚନ
- vibramycin for dogs on ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳ ପାଇଁ ପାନୀୟ ଜଳ ଯୋଜନାର ସମୀକ୍ଷା
- furosemide 20 mg tablet for dogs on ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- diflucan generic cost without insurance on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Dbamy o to, aby każdy gracz czuł się bezpiecznie i komfortowo. Oferujemy popularne metody płatności, takie jak Blik, Przelewy24, Skrill czy karty VISA/Mastercard, z minimalnym depozytem wynoszącym zaledwie 40 zł. Wypłaty w kasynie Slotica PL realizujemy błyskawicznie – zazwyczaj w ciągu 24 godzin. Zapewniamy także całodobowe wsparcie w języku polskim, dostępne przez czat online lub e-mail.