ଭୁବନେଶ୍ୱର : ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ୯ଟି ରାଜ୍ୟରେ ସୋମବାର ଆରମ୍ଭ ହୋଇଛି ମତଦାନ । ଏସବୁ ମଧ୍ୟରେ ବିହାରର ୫ ଆସନ, ଝାଡଖଣ୍ଡର ୩, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୧୭, ଓଡିଶାର ୬, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର ୧୩, ଜମ୍ମୁ-କଶ୍ମୀରର ଗୋଟିଏ ଏବଂ ପଶ୍ଚିମବଙ୍ଗର ୮ ଆସନ ରହିଛି । ଭୋଟର ଏହି ପର୍ଯ୍ୟାୟରେ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ଚତୁର୍ଥ ପର୍ଯ୍ୟାୟରେ ହେଭିଓ୍ବେଟ୍ଙ୍କ ମଧ୍ୟରେ ରହିଛନ୍ତି କହ୍ନେୟା କୁମାର, ପୁନମ ମହାଜନ, ପ୍ରିୟା ଦତ୍ତ, ମିଲିନ୍ଦ୍ ଦେଓରା, ଊର୍ମିଳା ମାତୋଣ୍ଡକର, ଗିରିରାଜ ସିଂ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ,ସଲମାନ ଖୁର୍ସିଦ, ମୁନ୍ମୁନ୍ ସେନ୍, ଉପେନ୍ଦ୍ର କୁଶଓ୍ବାହା ପ୍ରମୁଖ।
ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମଇଦାନରେ ୯୪୩ ପ୍ରାର୍ଥୀ
Leave a Comment
Leave a Comment
- Advertisement -
Stay Connected
Comment
- Vivod iz zapoya v stacionare_edkl on କୃଷ୍ଣ ବୁଣିଲେ କଳିମଞ୍ଜି !
- ChanceBruts on ଶ୍ରୀମନ୍ଦୀର ପ୍ରଶାସନ ପକ୍ଷରୁ ୯ସେବାୟତଙ୍କୁ ନୋଟିସ୍ ଜାରି !
- olymp_smml on Live Tv
- mostbet_opka on ଆଜିଠାରୁ ଆରମ୍ଭ ହେବ ‘ମୋ ସରକାର’ ଯୋଜନା
- Vivod iz zapoya v stacionare_vukl on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
