ଖୋର୍ଧା ଜିଲ୍ଲାର ଗୋଶାଳା ପଡିଆରେ ବିଶାଳ ମିଶନ ଶକ୍ତି ସମାବେଶର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସମାବେଶ ସ୍ଥଳରେ ପହଞ୍ଚିବା ପରେ ଉପସ୍ଥିତ ୧ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ହୁଳହୁଳି ପକାଇ ତାଙ୍କୁ ସ୍ୱାଗତ କରିଥିଲେ। ମିସନ୍ ଶକ୍ତି ଅଭିଯାନରେ ସ୍ୱୟଂସହାୟକ ଗୋଷ୍ଠୀଗୁଡ଼ିକୁ ଜିରୋ ପର୍ସେଣ୍ଟ୍ ସୁଦ୍ଧରେ ଋଣ ଯୋଗାଇ ଦିଆଯାଉଛି। ମହିଳାମାନେ ଏହାଦ୍ୱାରା ଖୁବ୍ ଉପକୃତ ହେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହିଳାଙ୍କ ସଶକ୍ତିକରଣ ଦିଗରେ ରାଜ୍ୟରେ ମାଇଲଖୁଂଟ ସ୍ଥାପନ କରିଛି ମିଶନ ଶକ୍ତି । ମହିଳାଙ୍କୁ ଅଧିକ ସ୍ୱାବଲମ୍ୱୀ କରିବା ସହ ସଶକ୍ତ କରିବାକୁ ରାଜ୍ୟ ସରକାର ମିଶନ ଶକ୍ତି ଉପରେ ଗୁରୁତ୍ୱ ଦେଉଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଖୋର୍ଦ୍ଧା ମିସନ୍ ଶକ୍ତି ମହାସମାବେଶରେ ମୁଖ୍ୟମନ୍ତ୍ରୀ
- Advertisement -
Stay Connected
Comment
- Rabota v Kazahstane_kwsl on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- movers in nevada_uvKt on ପାକିସ୍ତାନରୁ ଫେରିବା ପରେ ସୁଷମାଙ୍କୁ ଭେଟିଲେ ଅନସାରୀ ।
- Jeremy Grant on ଅାସନ୍ତାକାଲି ବିଜେପି ଛାଡ଼ିବେ ଦିଲୀପ ରାୟ ଓ ବିଜୟ ମହାପାତ୍ର !
- movers in nevada_jcKt on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- ArnoldLem on ପ୍ରସ୍ତୁତ କରନ୍ତୁ ସୁଗାର ଫ୍ରି ମାଣ୍ଡିଆ ଓଟସ ଲଡୁ ।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Dołączając do Casino Slottica Polska, zyskujesz dostęp do wyjątkowych promocji, w tym bonusu powitalnego 250 do 1600 zł oraz 300 darmowych spinów na najpopularniejsze gry. Niezależnie od tego, czy grasz na komputerze, tablecie, czy smartfonie, nasza platforma działa płynnie na każdym urządzeniu. Wypróbuj już dziś i dołącz do ponad 500 tysięcy aktywnych graczy z całego świata!
Ludzie od zawsze poszukują dreszczyku emocji — pragną podjąć ryzyko w legalnych casino w Polsce, poczuć przypływ adrenaliny i przy okazji odmienić swój los finansowy. Pytanie tylko: gdzie dziś najłatwiej znaleźć taką okazję?