ଫେବୃଆରୀ ୧୬ ତାରିଖ ୨୦୧୯ମସିହା (ଶନିବାର)
କାଳବେଳା -ଦିବା ଘ୦୭/୪୦ ମଧ୍ୟେ ଓ ଘ୦୩/୪୮ଗତେ ଘ୦୫/୧୦ମଧ୍ୟେ ବାରବେଳା-ଦିବାଘ୦୧/୦୨ଗତେ ଘ୦୨/୨୪ମଧ୍ୟେ
ଅମୃତବେଳା-ଦିବାଘ୧୧/୪୦ ଗତେ ଘ୦୧/୦୩ମଧ୍ୟେ* ଓ ଘ୦୨/୨୪ଗତେ ଘ୦୩/୪୭ ମଧ୍ୟେ
ମାହେନ୍ଦ୍ର ବେଳା-ଦିବା ଘ ୦୭/୪୦ ଗତେ ଘ୦୯/୦୦ମଧ୍ୟେ ଓ ରାତ୍ରି ଘ ୦୬/୪୬ଗତେ ଘ୦୮/୩୦ମଧ୍ୟେ
ମେଷ
ଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।
ବୃଷ
ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ।
ମିଥୁନ
ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
କର୍କଟ
ଆଜି ଅଫିସ୍ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।
ସିଂହ
ଆଜି ବ୍ୟୟବୃଦ୍ଧି ଓ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ। କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ସନ୍ତୋଷଜନକ ଫଳ ପାଇବେ।
କନ୍ୟା
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ । ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।
ଆଜି ଦିନଟି ଦେହଭଲ ରହିବା ସହିତ ମନ ଆନନ୍ଦିତ ରହିବ।
ତୁଳା
ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ହସ୍ତା ନକ୍ଷତ୍ର ସକାଶେ ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
ବିଛା
ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍ଫୁଲ୍ଲିତ ହୋଇପାରନ୍ତି।
ଧନୁ
ଆଜିର ଆପଣଙ୍କ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।
ମକର
ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।
କୁମ୍ଭ
ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ। ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ, ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ। ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମକରିବା ଭଲ ହେବ।
ମୀନ
ପ୍ରତ୍ୟେକ କର୍ମ ରେ ଶୁଭଫଳ ପାଇବେ। କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ

проверка пожарной сигнализации установка пожарной сигнализации и системы оповещения
ip камера ltv http://ip-kamery-kaliningrad.ru
видеонаблюдение запись комплект комплекты видеонаблюдения hd
Узнать больше здесь: https://avantum-remont.ru
Все самое свежее здесь: https://tekstum.ru
Закажите индивидуальную экскурсию экскурсии в Балтийск из Калининграда и частный гид покажет город с персональным подходом.
Полная версия по ссылке: https://ekostroy76.ru
Последние публикации: https://alexstroy.su
заказать шкаф по индивидуальным размерам шкаф на заказ по индивидуальным размерам
шкафы на заказ москва шкаф на заказ недорого
Нужна стальная лента? лента стальная широкий ассортимент, разные толщины и марки стали. Выгодные цены, быстрая отгрузка и поставки для производства и строительства
сериалы бесплатно сверхъестественное смотреть
стоматология рядом номер стоматологии
дизайнерские бра купить современные дизайнерские люстры
свадебное агентство москва организация свадеб услуги
организация свадьбы под ключ сайт свадебного агентства
сделать свадьбу в москве организатор свадьбы под ключ
телефон стоматологии центр стоматологии
бандажная лента для глушителя бандажная лента для столбов
доставка еды пятерочка промокод пятерочка промокод 750