ମାର୍ଚ୍ଚ ୧୩ତାରିଖ ୨୦୧୯ମସିହା (ବୁଧବାର)
କାଳବେଳା -ଦିବା ଘ୦୯/୦୦ ଗତେ ଘ୧୦/୨୯ମଧ୍ୟେ
ବାରବେଳା-ଦିବା ଘ୧୧/୫୩ ଗତେ ଘ୦୨/୨୫ମଧ୍ୟେ ଅମୃତବେଳା – ଦିବା ଘ୦୭/୨୬ ଗତେ ଘ୦୮/୫୫ମଧ୍ୟେ ଓ ଘ୦୨/୫୪ଗତେ ଘ୦୪/୨୫ମଧ୍ୟେ ମାହେନ୍ଦ୍ର ବେଳା- ଦିବା ଘ୦୭/୨୯ମଧ୍ୟେ ଓ ଘ୧୦/୩୦ ଗତେ ଘ୧୧/୫୨ମଧ୍ୟେ
ମେଷ: ଆଶାବାଦୀ ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।
ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।
ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।
କର୍କଟ: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।
ସିଂହ: କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। କୀର୍ତ୍ତିମାନ୍ ହେବେ।
କନ୍ୟା: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଘାତଚନ୍ଦ୍ର ହେତୁ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।
ତୁଳା: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।
ବିଛା: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।
ଧନୁ: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।
ମକର: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।
କୁମ୍ଭ: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।
ମୀନ: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

комплект ip камеры видеонаблюдения wi fi комплект камеры видеонаблюдения
лента стальная 32 мм нихромовая лента для запайщика
Последние изменения: https://tele-bot.ru
Обязательно к прочтению: https://kuksaproject.ru
Все лучшее здесь: https://franshiza-remontoff.ru
Все самое свежее здесь: https://franshiza-remontoff.ru
изготовить шкаф на заказ https://шкафы-заказать.рф
изготовить шкаф на заказ шкаф на заказ по размерам
Нужна стальная лента? бандажная лента для столбов широкий ассортимент, разные толщины и марки стали. Выгодные цены, быстрая отгрузка и поставки для производства и строительства
сериал все серии подряд сверхъестественное смотреть
потолочные светильники в стиле лофт купить дизайнерскую люстру потолочную
свадебное организация свадьбы организация свадьбы под ключ
лента стальная лента стальная упаковочная мягкая
промокод пятерочка от 1000 промокод на скидку заказ пятерочка
Топ слот онлайн https://sweetbonanzaslot.top казино слот с красочной графикой, фриспинами и каскадными выигрышами. Высокая волатильность и множители обеспечивают шанс на крупные выплаты.
Хочешь испытать азарт? pokerok онлайн-покер с турнирами, кэш-столами и бонусами для игроков. Удобный интерфейс, мобильное приложение и регулярные покерные серии. Играйте в холдем, омаху и участвуйте в крупных турнирах.
Играешь в казино? бездепозитные промокоды обзоры онлайн-казино, актуальные бездепозитные бонусы, фриспины и акции для новых игроков. Узнайте условия получения бонусов и начните играть без вложений.
Продажа и установка камеры видеонаблюдения. Современные системы безопасности для квартир, домов, магазинов и складов. Настройка удалённого доступа, запись видео и круглосуточный контроль объекта.
Быстрая профессиональная монтаж видеонаблюдения для квартир, домов, офисов и коммерческих объектов. Проектирование, монтаж и настройка систем безопасности, удалённый доступ, запись видео и контроль в реальном времени. Надёжные решения для защиты имущества и контроля территории.