ଭୁବନେଶ୍ୱର: ଭାରତୀୟ ବାୟୁ ସେନା ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦର ପ୍ରଶିକ୍ଷଣ ଶିବିର ଉପରେ କରିଥିବା ସର୍ଜିକାଲ୍ ଷ୍ଟ୍ରାଇକ୍କୁ ସାରା ଦେଶ ପ୍ରଶଂସା କରୁଛି। ବାୟୁ ସେନାର ଏପରି ସାହସିକତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବାୟୁସେନାକୁ ସାଲ୍ୟୁଟ୍ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ନିଜ ଟୁଇଟର୍ ଆକାଉଣ୍ଟ୍ରେ ଲେଖିଛନ୍ତି ‘ଆମ ରାଷ୍ଟ୍ରର ପ୍ରତିରକ୍ଷା ଲାଗି ଆଜି ଭୋରରୁ ଆତଙ୍କବାଦୀଙ୍କ ଶିବିର ଉପରେ ଆକ୍ରମଣ କରିଥିବାରୁ ଭାରତୀୟ ବାୟୁସେନାକୁ ସାଲ୍ୟୁଟ୍।’
ଭାରତୀୟ ବାୟୁ ସେନାକୁ ଟୁଇଟ କରି ସାଲ୍ୟୁଟ ଜଣାଇଲେ ନବୀନ
Leave a Comment
Leave a Comment
- Advertisement -
Stay Connected
Comment
- RandallfuH on ଯୁଦ୍ଧ ବିମାନ ଜାଗୁଆରରେ ଲାଗିଲା ନିଆଁ !
- RandallfuH on ପିଠା ଯୋଜାନର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ସେପଟେ ନବୀନଙ୍କ ଘୋଷଣା ମଧୁବାବୁ ପେନସନ ଯୋଜନାରେ ଆଉ ୫ ଲକ୍ଷ ହିତାଧିକାରୀ ହେବେ ସାମିଲ !
- RandallfuH on ଗିରଫ ହେଲେ ଗୁଜୁରାଟୀ ଅଭିନେତ୍ରୀ, ଆପତ୍ତିଜନକ ଭିଡିିଓ ତିଆରି କରି ବ୍ଲାକ୍ମେଲ କରିବା ସହ ଲୁଟୁଥିଲେ ଟଙ୍କା
- RandallfuH on କେମିତି କଟିବ ୨୦୧୯
- RandallfuH on ଜାମ୍ମୁକାଶ୍ମୀରରେ ଆଜିଠୁ ଲାଗୁ ହେଲା ରାଷ୍ଟ୍ରପତି ଶାସନ
