ଭୁବନେଶ୍ୱର : ସୋମବାରଠାରୁ ଅଫିସ ଆସିବେ ସମସ୍ତ ଗ୍ରୁପ୍ ‘ଏ’ ଅଧିଚାରୀ। ଜିଲାପାଳ, ଉପଜିଲାପାଳ, ଆରଡିସି, ତହସିଲ, ଆର୍ଆଇ ଅଫିସ ସମସ୍ତ କର୍ମଚାରୀ ଆସିବେ। କେବଳ ୯ଟି ଜିଲାରେ ଗ୍ରୁପ୍ ‘ବି’, ‘ସି’, ‘ଡି’ରେ ୩୩% କର୍ମଚାରୀ ରୋଷ୍ଟର ଭିତ୍ତିରେ କାର୍ଯ୍ୟ କରିବେ। ଜିଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଭଦ୍ରକ, କଳାହାଣ୍ଡି, ଢ଼େଙ୍କାନାଳ, ଏବଂ ଯାଜପୁର। ଏନେଇ ରବିବାର ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସେହିଭଳି ସୋମବାରଠାରୁ ନିର୍ମାଣ କାର୍ଯ୍ୟାଳୟ ପାଇଁ ବାଲିଘାଟ, କ୍ରସର ୟୁନିଟ୍ ଓ କ୍ୱାରୀ କାର୍ଯ୍ୟକ୍ଷମ କରାଯିବ। ଏହି ସବୁ ସ୍ଥାନରେ ସାମାଜିକ ଦୂରତା କଟକଣା ମାନିବାକୁ ଗାଇଡ୍ଲାଇନ୍ରେ ନିର୍ଦ୍ଦେଶ ଦିଆଯାଇଛି।
ସୋମବାରଠାରୁ ଅଫିସ ଆସିବେ ସମସ୍ତ ଗ୍ରୁପ୍ ‘ଏ’ ଅଧିକାରୀ, ୯ ଜିଲାରେ ରୋଷ୍ଟର ଭିତ୍ତିରେ କାମ କରିବେ ୩୩% କର୍ମଚାରୀ
- Advertisement -
Stay Connected
Comment
- RandallfuH on ଯୁଦ୍ଧ ବିମାନ ଜାଗୁଆରରେ ଲାଗିଲା ନିଆଁ !
- RandallfuH on ପିଠା ଯୋଜାନର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ସେପଟେ ନବୀନଙ୍କ ଘୋଷଣା ମଧୁବାବୁ ପେନସନ ଯୋଜନାରେ ଆଉ ୫ ଲକ୍ଷ ହିତାଧିକାରୀ ହେବେ ସାମିଲ !
- RandallfuH on ଗିରଫ ହେଲେ ଗୁଜୁରାଟୀ ଅଭିନେତ୍ରୀ, ଆପତ୍ତିଜନକ ଭିଡିିଓ ତିଆରି କରି ବ୍ଲାକ୍ମେଲ କରିବା ସହ ଲୁଟୁଥିଲେ ଟଙ୍କା
- RandallfuH on କେମିତି କଟିବ ୨୦୧୯
- RandallfuH on ଜାମ୍ମୁକାଶ୍ମୀରରେ ଆଜିଠୁ ଲାଗୁ ହେଲା ରାଷ୍ଟ୍ରପତି ଶାସନ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Dbamy o to, aby każdy gracz czuł się bezpiecznie i komfortowo. Oferujemy popularne metody płatności, takie jak Blik, Przelewy24, Skrill czy karty VISA/Mastercard, z minimalnym depozytem wynoszącym zaledwie 40 zł. Wypłaty w kasynie Slotica PL realizujemy błyskawicznie – zazwyczaj w ciągu 24 godzin. Zapewniamy także całodobowe wsparcie w języku polskim, dostępne przez czat online lub e-mail.