ନୟାଗଡ଼ : ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି ନୟାଗଡ଼ ଦଳୀୟ କାର୍ଯ୍ୟାଳୟ ନିକଟସ୍ଥ ଜଣେ କୃଷକଙ୍କ ଜମିରେ ଅଖିମୁଠି ଅନୁକୂଳ କରିଛନ୍ତି । ପୂଜାପାଠ ପରେ ମନ୍ତ୍ରୀ ବିହନ ବୁଣିବା ସହ ହଳ ଲଙ୍ଗଳ ଧରି ଚାଷ କାର୍ଯ୍ୟ କରିଛନ୍ତି । \ସୂଚନାନୁସାରେ, ବୈଶାଖ ମାସ ଶୁକ୍ଲ ପକ୍ଷ ତୃତୀୟା ତିଥିକୁ ଅକ୍ଷୟ ତୃତୀୟା ଭାବେ ପାଳନ କରାଯାଏ । ଏହିଦିନ କୃଷକମାନେ ସେମାନଙ୍କ ଜମିରେ ଅଖିମୂଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାନ୍ତି । କରୋନା ମହାମାରୀ କାରଣରୁ ଏହାକୁ ସରକାରୀ ଭାବେ ପାଳନ ନକରି ଆଜି କୃଷି ମନ୍ତ୍ରୀ ବ୍ୟକ୍ତିଗତଭାବେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅଖିମୁଠି ଅନୁକୂଳ କରିଛନ୍ତି । ଅକ୍ଷୟ ତୃତୀୟା ହେଉଛି ଏକ କୃଷି ଭିତ୍ତ୍ଖଳ ପର୍ବ । ଚାଷୀପାଇଁ ଏହା ହେଉଛି ଏକ ଶୁଭର ଦିନ ଏହି ଦିନରେ ଓଡ଼ିଶାର ପୂରପଲ୍ଲୀର ଚାଷୀମାନେ ଚାଷ କାର୍ଯ୍ୟ ଆରମ୍ଭ କରିଥାନ୍ତି ।

ଅକ୍ଷୟ ତୃତୀୟା ଏପରି ଏକ ଦିବସ ଯେଉଁ ଦିବସରେ ବିନା ପାଞ୍ଜିରେ କାମ ଆରମ୍ଭ ହୁଏ । ଏହି ଦିବସରେ ଯେଉଁ କାର୍ଯ୍ୟ ଆରମ୍ଭ କରାଯାଏ, ଏହା ଅତ୍ୟନ୍ତ ଶୁଭ ହୋଇଥାଏ ବୋଲି କୃଷି ମନ୍ତ୍ରୀ ରାଜ୍ୟର କୃଷକଙ୍କ ଉଦ୍ଦେଶ୍ୟରେ କହିଛନ୍ତି । ଏବର୍ଷର ପାଣିପାଗ, ଚାଷ ଅନୁକୂଳ ପାଇଁ ଭଲ ରହିଛି । କରୋନା ମୁକାବିଲା କରିବା ପାଇଁ ରାଜ୍ୟ ସରକାର କରାଯାଇଥିବା ଲକ୍ଡାଉନ୍କୁ କୃଷି କାର୍ଯ୍ୟ ନିମନ୍ତେ କୋହଳ କରିଛନ୍ତି । କୃଷକମାନେ ବିନା ଦ୍ୱିଧାରେ ସାମାଜିକ ଦୂରତା ରକ୍ଷା କରି କୃଷି କାର୍ଯ୍ୟରେ ନିୟୋଜିତ ରହିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Lace sexy intimatesTraining pornBag chanel nakedBig tit youngteenMale celeb sex scandalsVintage rubber squeeky frog
toyHot orgasms 2009 jelsoft enterprises ltdFemale with both dick and pusyOne
night only sex sceneAdult adult al4a index page xnxx Ufo rock bottom mp3Big huge muscle
gay men fuckingChinese xxx dvdMature woman boobTotse eroticRed head porn galeriesIs it normal wife
masturbateAmelia fire emblem hentaiSilicone breast enhancers bra inserts https://blog.jumpandread.com/ Bareback gay dicksSexy black women having sexMarathon training and breast
feedingFloyd mayweather amateurFree mature pussy
videoMale cumshot blogsExhibitionist sex games xnxx Moviemonster gay moviesWhat is
the worlds largest penisFree adult movies in 89Sexy fun 2009
jelsoft enterprises ltdHairy phlipino galleriesLapdance tease sexyLacy slips lingerieRound
and brown analEurope tours for adults