ଜମ୍ମୁ-କଶ୍ମୀରା : ଶୋପିଆନ୍ରେ ଆଜି ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ପାରାମିଲିଟାରୀ ଫୋର୍ସ, ସିଆର୍ପିଏଫ୍ ଏବଂ ଏସ୍ଓଜି ସୁରକ୍ଷାକର୍ମୀଙ୍କ ପକ୍ଷରୁ ମିଳିତ ଅପରେଶନ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଥବରେ ୨ ଜଣ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସୁରକ୍ଷା ଦୃଷ୍ଟିରୁ କେତେକ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ କରିଦିଆଯାଇଛି।
ଶୋପିଆନ୍ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ : ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Antoniocog on ପୁଣି ରାଜ୍ୟକୁ ଲେଉଟିଲା ଶୀତ; ଆହୁରି ୪୮ ଘଂଟା ଲାଗି ରହିବ ଶୀତ !
- büyüme hormonu satın al on ଅାସନ୍ତାକାଲି ବିଜେପି ଛାଡ଼ିବେ ଦିଲୀପ ରାୟ ଓ ବିଜୟ ମହାପାତ୍ର !
- JulianKakly on ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।
- SamuelLed on ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।
- работа кассиром в санкт-петербурге от прямого работодателя on ଡସେମ୍ବର ୧୮ରେ ବିକ୍ରି ହେବେ କ୍ରକେଟ୍ ଖେଳାଳି !
