ଭୁବନେଶ୍ବର : ଆଜି ସୁନ୍ଦରଗଡ଼, ବରଗଡ଼, ଅନୁଗୁଳ, ଜଗତସିଂହପୁର, ନବରଙ୍ଗପୁର ଜିଲ୍ଲାରେ ଆଉ ପାଞ୍ଚଟି ସ୍ବତନ୍ତ୍ର କୋଭିଡ଼-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ଭିଡ଼ିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପସ୍ଥିତିରେ ଏହା ଲୋକାର୍ପିତ ହୋଇଥିଲା। ଏସବୁ ମେଡ଼ିକାଲରେ ମୋଟ ୮୨୫ଟି ଶଯ୍ୟା ରହିଛି। ଏଥିସହିତ ୨୬ଟି ଜିଲ୍ଲାରେ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ସରକାର ପୂର୍ଣ୍ଣାଙ୍ଗ ରୂପ ଦେଇସାରିଲେଣି, ଯାହାର ଶଯ୍ୟା ସଂଖ୍ୟା ୫୦୦୦।
୫ ଜିଲ୍ଲାରେ ୮୨୫ ଶଯ୍ୟାର କୋଭିଡ୍ ହସ୍ପିଟାଲ୍ ଲୋକାର୍ପିତ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Quinnhig on ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ
- pinco_ajsi on ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।
- Ignacioamita on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- ClydeFuedy on ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।
- Richarddic on ଫସିଲେ ୧୭ ଓଡିଆ ଶ୍ରମିକ : ମସ୍କଟ ଓମାନରେ
