ଭୁବନେଶ୍ୱର : କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଲୋକଙ୍କ ପାଖରେ କରୋନା ସମ୍ପର୍କିତ ତଥ୍ୟ ପହଞ୍ଚାଇବାକୁ ରାଜ୍ୟ ସରକାର ଉଦ୍ୟମ କରିଛନ୍ତି। ଏ ନେଇ ଏକ ହ୍ବାଟ୍ସ ଆପ୍ ଗ୍ରୁପ୍ ତିଆରି କରାଯାଇଛି। ‘ଓଡ଼ିଶା ସରକାର ହ୍ବାଟ୍ସଆପ୍ ଇନ୍ଫୋ ଡେସ୍କ’ ନାମକ ଏହି ଗ୍ରୁପ୍କୁ ବୁଧବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। bit.ly/OGC Covid ହ୍ବାଟ୍ସ ଆପ୍ର ନମ୍ବର ହେଉଛି ୯୩୩୭୯୨୯୦୦୦। ହ୍ବାଟ୍ସ ଆପ୍ରେ ପ୍ରଥମେ Hl ଲେଖି ପଠାଇ ଦେଲେ ସୂଚନା ପହଞ୍ଚିଯିବ। ହେଲ୍ପ ଡେକ୍ସ ଶୁଭାରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍କରି ସୂଚନା ଦେଇଛନ୍ତି।
ରାଜ୍ୟ ସରକାରଙ୍କ କୋଭିଡ ହେଲ୍ପ ଡେସ୍କ ଶୁଭାରମ୍ଭ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Enriquefew on ସ୍ବାଧୀନତା ଦିବସକୁ ନକ୍ସଲଙ୍କ ବିରୋଧ
- Russellenago on ପୁଣି ଖାକି ରେ କଳଙ୍କ,ପ୍ରେମିକ ସହ ମିଶି ନାବାଳିକା ସହ ଦୁଷ୍କର୍ମ କଲେ ପୋଲିସ ଏ ଏସ ଆଇ ।
- MichaelRom on ସ୍ୱାମୀ ସାଜିଲା ହତ୍ୟାକାରୀ!
- JosephFap on ତେଲେଙ୍ଗାନା ଏନ୍କାଉଣ୍ଟର: ପୁଣିଥରେ ବ୍ୟବଚ୍ଛେଦ ହେବ ଅପରାଧୀଙ୍କ ସଂରକ୍ଷିତ ମୃତଦେହ
- DeonSem on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
