ଭୁବନେଶ୍ୱର : ରାଜ୍ୟରେ ଗୁରୁବାର ସନ୍ଧ୍ୟାରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ୭ ଥିବାବେଳେ ଭୁବନେଶ୍ୱରର ୩ ଆକ୍ରାନ୍ତ ରହିଛନ୍ତି। ଭୁବନେଶ୍ୱରର ୩ ଆକ୍ରାନ୍ତଙ୍କ ଘର ମଞ୍ଚେଶ୍ୱର, ଭିଏସ୍ଏସ୍ ନଗର ଓ ସୂର୍ଯ୍ୟନଗର ଅଞ୍ଚଳରେ। ୩ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୩୬, ୩୪, ୬୭ । ସେହିପରି ଗଞ୍ଜାମର ୭ ଆକ୍ରାନ୍ତ ପୁରୁଷ ଏବଂ ସେମାନେ ସୁରଟ ଫେରନ୍ତା ବୋଲି ସୂଚନା ଓଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି।
ଆଉ ୧୦ ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ରେ ପହଞ୍ଚିଲା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
