ଭୁବନେଶ୍ୱର : ରାଜ୍ୟରେ ଗୁରୁବାର ସନ୍ଧ୍ୟାରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ୭ ଥିବାବେଳେ ଭୁବନେଶ୍ୱରର ୩ ଆକ୍ରାନ୍ତ ରହିଛନ୍ତି। ଭୁବନେଶ୍ୱରର ୩ ଆକ୍ରାନ୍ତଙ୍କ ଘର ମଞ୍ଚେଶ୍ୱର, ଭିଏସ୍ଏସ୍ ନଗର ଓ ସୂର୍ଯ୍ୟନଗର ଅଞ୍ଚଳରେ। ୩ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୩୬, ୩୪, ୬୭ । ସେହିପରି ଗଞ୍ଜାମର ୭ ଆକ୍ରାନ୍ତ ପୁରୁଷ ଏବଂ ସେମାନେ ସୁରଟ ଫେରନ୍ତା ବୋଲି ସୂଚନା ଓଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି।
ଆଉ ୧୦ ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ରେ ପହଞ୍ଚିଲା
- Advertisement -
Stay Connected
Comment
- buy antibiotics on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- dutasteride topical on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- tetracycline 500mg capsules on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- diflucan for yeast uti on ଦୁର୍ବୃତ୍ତ ଦୁଇ ମନ୍ଦିରରେ ବୁଲାଇଲେ କଳାକନା
- linezolid 600 mg tablet on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.