ଭୁବନେଶ୍ୱର : କୋଭିଡ-୧୯ ଡିପିଏଚ୍ଏଲ୍ ଓ ସ୍ବାବ୍ ନମୁନା ସଂଗ୍ରହ ପାଇଁ ନିଯୁକ୍ତି ବିଜ୍ଞାପନ ଦିଆଯାଇଛି। ମାଇକ୍ରୋ ବାୟୋଲୋଜିଷ୍ଟ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ବିଜ୍ଞାପନ ଦିଆଯାଇଛି। ସ୍ବଳ୍ପମିଆଦ ଭିତ୍ତିରେ ମେଡିକୋ ଓ ନନ୍ ମେଡିକୋଙ୍କୁ ନିଯୁକ୍ତି ଦିଆଯିବ। ମେଡିକୋଙ୍କୁ ଦୈନିକ ୫ ହଜାର, ନନ୍ ମେଡିକୋଙ୍କୁ ୨୫୦୦ ଟଙ୍କା ମିଳିବ। ପ୍ରାଥମିକ ଭାବେ ଜୁନ୍ ୩୦ ପର୍ଯ୍ୟନ୍ତ ନିଯୁକ୍ତି, ପରେ ବୃଦ୍ଧି କରାଯାଇପାରେ ବୋଲି ଏଥିରେ କୁହାଯାଇଛି।
କରୋନା ମୁକାବିଲା: ମାଇକ୍ରୋ ବାୟୋଲୋଜିଷ୍ଟ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଯୁକ୍ତି ବିଜ୍ଞାପନ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Brentlyday on ରାଜ୍ୟରେ ରେକର୍ଡ ଟେଷ୍ଟ: ୨୪ ଘଣ୍ଟାରେ ୩ ହଜାର ୫୩୫ ସାମ୍ପଲ ପରୀକ୍ଷଣ
- RichardGep on ଆସନ୍ତା ୧୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବ ବିରୋଧୀ !
- RichardGop on ୨-୦ ସିରିଜରେ ଭାରତୀୟ ମହିଳା ଆଗୁଆ !
- french Roulette Vip limit on ପ୍ରଣବ ପ୍ରକାଶ ଦାସଙ୍କୁ ମିଳିଲା ନୂଆ ଦାୟିତ୍ୱ, ଦଳର ସାଂଗଠନିକ ସମ୍ପାଦକ ଭାବେ ହେଲେ ନିଯୁକ୍ତ
- Edwardweatt on ବିଜେପୁର: ୩ଦଳର ପ୍ରାର୍ଥୀ ଚୟନ ଉପରେ ନଜର
