ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରସ୍ଥିତ ଜଳସଂପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ସର୍ବେଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି।ସର୍ବେଶ୍ୱରଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନ, ବାଲେଶ୍ୱର ସହରର ଭାସ୍କରଗଞ୍ଜ ଘର ସମେତ ସମୁଦାୟ ୫ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଇଛି। ଏହାସହ ବାଲେଶ୍ୱର ଟାଉନଥାନା ଅନ୍ତର୍ଗତ ରାଣୀପାଟଣାସ୍ଥିତ ଶ୍ୱଶୁର ଘରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଚଢଉ ବେଳେ ଭୁବନେଶ୍ୱରେ ସର୍ବେଶ୍ୱରଙ୍କ ୨ଟି ଫ୍ଲାଟ ଥିବା ଜଣାପଡ଼ିଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ
- Advertisement -
Stay Connected
Comment
- RandallfuH on ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
- BrianGep on ଯୁଦ୍ଧ ବିମାନ ଜାଗୁଆରରେ ଲାଗିଲା ନିଆଁ !
- BrianGep on ରାଜ୍ୟରେ ପଞ୍ଚମ କରୋନା ରୋଗୀ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୫କୁ ବୃଦ୍ଧି
- BrianGep on ଘରେ ପସ୍ତୁତ କରନ୍ତୁ ….ବ୍ରେଡ୍ ପୁଡିଂ ।
- BrianGep on ଗିରଫ ହେଲେ ଗୁଜୁରାଟୀ ଅଭିନେତ୍ରୀ, ଆପତ୍ତିଜନକ ଭିଡିିଓ ତିଆରି କରି ବ୍ଲାକ୍ମେଲ କରିବା ସହ ଲୁଟୁଥିଲେ ଟଙ୍କା

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Kasyno vavada systematycznie buduje swoją pozycję wśród polskim graczom, oferując kompletną lokalizację w języku polskim. Vavada casino zapewnia metody płatności dostosowane do lokalnego rynku, a vavada pl umożliwia łatwy dostęp dla graczy z Polski. Oficjalną stronę vavada kasyno odwiedzają głównie doświadczonych graczy, którzy doceniają atrakcyjne bonusy i program lojalnościowy.