ମାର୍ଚ୍ଚ ୨୦ ତାରିଖ ୨୦୧୯ମସିହା (ବୁଧବାର)
କାଳବେଳା – ଦିବା ଘ୦୮/୫୦ଗତେ ଘ୧୦/୧୫ମଧ୍ୟେ
ବାରବେଳା-ଦିବା ଘ୧୧/୪୦ଗତେ ଘ୦୧/୧୧ମଧ୍ୟେ
ଅମୃତବେଳା – ଦିବା
ଘ୦୭/୨୫ ଗତେ ଘ ୦୮/୪୭ମଧ୍ୟେ ଓ ରାତ୍ରି ଘ୦୨/୪୫ଗତେ ଘ୦୪/୦୫ମଧ୍ୟେ
ମାହେନ୍ଦ୍ର ବେଳା- ଦିବା
ଘ୦୭/୨୨ମଧ୍ୟେ ଓ ରାତ୍ରିଘ୧୦/୧୫ଗତେ ଘ୧୧/୪୦ମଧ୍ୟେ
ମେଷ : ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।
ବୃଷ : ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।
ମିଥୁନ : ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।
କର୍କଟ : ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।
ସିଂହ : ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ବିବାହ ସମାରୋହ କାରଣରୁ ହେବ ।ବନ୍ଧୁଦର୍ଶନ ଯୋଗ ଅଛି।
କନ୍ୟା : ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।
ତୁଳା : ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।
ବିଛା : ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।
ଧନୁ : ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।
ମକର : ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।
କୁମ୍ଭ : କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । ଆପଣଙ୍କ ଚାହିଁବା ମୁତାବକ କାଯ୍ୟ ହୋଇପାରିବ ନାହିଁ
ମୀନ : ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।ନିଜକର୍ମ କରିଚାଲନ୍ତୁ ସଫଳନିଶ୍ଚୟଁ ହେବେ।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Casino vavada zyskuje pozytywne opinie dzięki różnorodnej ofercie obejmującej sloty, gry stołowe oraz turnieje z evolution gaming. Kasyno online oferuje bonus powitalny, darmowe spiny i bonusy oraz kody promocyjne dla nowych graczy. Obsługa klienta gaming działa sprawnie, a gracze mogą wziąć udział w promocjach dostępnych na vavada pl.
Dbamy o to, aby każdy gracz czuł się bezpiecznie i komfortowo. Oferujemy popularne metody płatności, takie jak Blik, Przelewy24, Skrill czy karty VISA/Mastercard, z minimalnym depozytem wynoszącym zaledwie 40 zł. Wypłaty w kasynie Slotica PL realizujemy błyskawicznie – zazwyczaj w ciągu 24 godzin. Zapewniamy także całodobowe wsparcie w języku polskim, dostępne przez czat online lub e-mail.