ଭୁବନେଶ୍ୱର : ବରିଷ୍ଠ ଭାଜପା ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତିରେ ହୃଦଘାତରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଷମାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟ୍ବିଟ୍ କରି ନବୀନ ଲେଖିଛନ୍ତି, ସୁଷମା ଜଣେ ସମ୍ମାନନୀୟା, ସୁଦକ୍ଷା ନେତ୍ରୀ ଥିଲେ। ସମସ୍ତ ଭାରତୀୟଙ୍କ ସମସ୍ୟା ଦୂର କରିବାରେ ତାଙ୍କ ଦକ୍ଷତା ଅବିସ୍ମରଣୀୟ। ତାଙ୍କ ବିୟୋଗରେ ଭାରତୀୟ ରାଜନୀତିରେ ଅପୂରଣୀୟ କ୍ଷତି ହୋଇଛି ବୋଲି ନବୀନ କହିଛନ୍ତି।
ସୁଷମାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- zona 700 on ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ପାଢ଼ୀ
- LaneSmova on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- WilsonFah on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- Raphaelfuh on ରାସ୍ତା ପାଇଁ ମେଳି ବାନ୍ଧିଲେ ଗ୍ରାମବାସୀ; ହକ୍ ପାଇଁ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଜାରି !
- EldenMeate on ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା
