ଭୁବନେଶ୍ବର: କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ । ରାଜ୍ୟରେ ବନ୍ଦ ରହିବ ଠିପି ଖୋଲା ବିଦେଶୀ ମଦ ଦୋକାନ । ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ତୁରନ୍ତ ବନ୍ଦ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଅବକାରୀ ସଚିବ । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ନିର୍ଦ୍ଦେଶ ବଳବତ୍ତର ରହିବ । ତେବେ ଠିପି ବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ ସମ୍ପର୍କରେ ସରକାର ନିର୍ଦ୍ଦେଶନାମା ଜାରି କରି ନାହାନ୍ତି ।
କରୋନା ପାଇଁ ରାଜ୍ୟରେ ବନ୍ଦ ରହିବ ସମସ୍ତ ଠିପି ଖୋଲା ବିଦେଶୀ ମଦ ଦୋକାନ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- chicken-road_bwpa on ସଞ୍ଜୟ ଦାସବର୍ମା ହେଲେ ଯୋଜନା ବୋର୍ଡର ଉପାଧ୍ୟକ୍ଷ
- Leonideve on ଶ୍ରୀମନ୍ଦୀର ପ୍ରଶାସନ ପକ୍ଷରୁ ୯ସେବାୟତଙ୍କୁ ନୋଟିସ୍ ଜାରି !
- Kerrycen on ଶ୍ରୀମନ୍ଦୀର ପ୍ରଶାସନ ପକ୍ଷରୁ ୯ସେବାୟତଙ୍କୁ ନୋଟିସ୍ ଜାରି !
- Super Locksmith Pros network on ଅାସନ୍ତାକାଲି ବିଜେପି ଛାଡ଼ିବେ ଦିଲୀପ ରାୟ ଓ ବିଜୟ ମହାପାତ୍ର !
- AxelRam on ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରଚାର ସଭାରୁ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ।
