ଭୁବନେଶ୍ୱର : କରୋନା ସଂକ୍ରମଣକୁ କେବଳ ସଚେତନତା ଦ୍ୱାରା ରୋକାଯାଇପାରିବା। କରୋନାକୁ ଡରିବାର ନାହିଁ। ଏଥିପ୍ରତି ଆମକୁ ସାବଧାନ ହେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ କହିଛନ୍ତି। ଶନିବାର ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ନୂଆଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା ବ୍ୟକ୍ତି ଟୋଲ ଫ୍ରି ନମ୍ବର ୧୦୪କୁ ଫୋନ କରି ତୁରନ୍ତ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଡାକ୍ତରଙ୍କ ପରାମର୍ଶ ନେବା ସହିତ ୨୪ ଘଣ୍ଟାରେ ଟେଷ୍ଟ କରିବା ପାଇଁ ଆଗେଇ ଆସନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସଚେତନତା ରୋକିପାରିବ କରୋନା ସଂକ୍ରମଣ: ମୁଖ୍ୟମନ୍ତ୍ରୀ
Leave a Comment
Leave a Comment
- Advertisement -
Stay Connected
Comment
- RandallLam on ରାଜ୍ୟ ଅଙ୍ଗନୱାଡ଼ି କର୍ମୀଙ୍କ ଆଭିମୁଖ୍ୟ ଥିଲା ଗରମ ଏବେ ନରମ !
- RandallLam on ରାଜ୍ୟରେ ରେକର୍ଡ ଟେଷ୍ଟ: ୨୪ ଘଣ୍ଟାରେ ୩ ହଜାର ୫୩୫ ସାମ୍ପଲ ପରୀକ୍ଷଣ
- RandallLam on ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
- Angelothini on ବଡଦିଅଁ ଅପେକ୍ଷାରେ ବଡଦାଣ୍ଡ
- buro pohoron vechnaya pamyat 456 on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
