ରାୟଗଡ଼ା : ରାୟଗଡ଼ାର ମୁନିଗୁଡା ଥାନା ଅନ୍ତର୍ଗତ ନିୟମଗିରି ପାହାଡ଼ ଉପରେ ଥିବା ଢାମୁଣିପଙ୍ଗା ଗ୍ରାମ ନିକଟରେ ରବିବାର ରାତିରେ ମାଓବାଦୀମାନେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରିଥିଲେ। ଏଥିରୁ ଅଳ୍ପକେ ସମସ୍ତ ଯବାନ ବର୍ତ୍ତି ଯାଇଛନ୍ତି। ମାଓବାଦୀଙ୍କ ଗତିବିଧିର ଖବର ପାଇ ରବିବାର ଯବାନ, ଏସ୍ଓଜି, ଡିପିଏଫ୍ଙ୍କର ଏକ ମିଳିତ କମ୍ବିଂ ଅପରେଶନ ଚାଲିଥିଲା। ମାଓବାଦୀମାନେ ଯବାନଙ୍କୁ ଆକ୍ରମଣ କରିବା ପାଇଁ ଏହି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟାଇଥିଲେ। ଏଥିରେ କାହାରି କିଛି କ୍ଷତି ହୋଇନାହଁ। ୨ଟି ଲ୍ୟାଣ୍ଡମାଇନ ଏବଂ ମାଓବାଦୀ କ୍ୟାମ୍ପ ଠାବ କରାଯାଇଛି ବୋଲି ରାୟଗଡା ଏସ୍ପି ଶ୍ରବଣା ବିବେକ୍ ଏମ୍ କହିଛନ୍ତି l
ମାଓବାଦୀଙ୍କ ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣ: ଅଳ୍ପକେ ବର୍ତ୍ତିଲେ ଯବାନ
A dummy acting as a motorcycle suicide bomber is blown up next to a vehicle during a course on blast scene investigation near Hua Hin, Thailand January 17, 2016. To match SOUTHEASTASIA-SECURITY/ REUTERS/Jorge Silva
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Narkolog na dom_vrKn on ପାକିସ୍ତାନରୁ ଫେରିବା ପରେ ସୁଷମାଙ୍କୁ ଭେଟିଲେ ଅନସାରୀ ।
- Davonsam on ସୋନପୁରରେ ରାଜ୍ୟ ସରକାର ଓ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
- Narkolog na dom_ooKn on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- Ahmedexcum on ରାଜ୍ୟରେ ରେକର୍ଡ ଟେଷ୍ଟ: ୨୪ ଘଣ୍ଟାରେ ୩ ହଜାର ୫୩୫ ସାମ୍ପଲ ପରୀକ୍ଷଣ
- Narkolog na dom_ipmr on ଆଜିର ରାଶିଫଳ
