ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଛନ୍ତି । କୃଷି ପାଇଁ ଜଳସେଚନ ସୁବିଧା ନିମନ୍ତେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ବ୍ୟାରେଜର ଉଦଘାଟନ କରିଛନ୍ତି । ବୈତରଣୀ ନଦୀ ଉପରେ ନିର୍ମିତ ଏହି ବ୍ୟାରେଜରେ ବ୍ୟୟ ହୋଇଛି ୪୭୫ କୋଟି ଟଙ୍କା । ଏହି ବ୍ୟାରେଜର ଦୈର୍ଘ୍ୟ ୪୯୦ ମିଟର ହୋଇଥିବା ବେଳେ ଜଳଧାରଣ କ୍ଷମତା ୩୫୦ ଲକ୍ଷ ଘନ ମିଟର ।
ଏହି ବ୍ୟାରେଜ ଦ୍ୱାରା କେନ୍ଦୁଝର ଜିଲ୍ଲାର ଆନନ୍ଦପୁର, ହାଟଡିହି ଓ ଘସିପୁରା ବ୍ଲକରେ ଚାଷ ଜମିକୁ ଜଳସେଚନ ସୁବିଧା ମିଳିବ । ସେହିପରି ବାଲେଶ୍ୱର ଜିଲ୍ଲାର ଖଇରା, ଓଉପଦା, ନୀଳଗିରି, ବହାନଗା, ବାଲେଶ୍ୱର ସଦର, ରେମୁଣା ଓ ସୋର ବ୍ଲକର ୬୦ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନ ସୁବିଧା ମିଳିବ ।
ଅନ୍ୟପକ୍ଷରେ ବିଏନ ହାଇସ୍କୁଲ ପ୍ଲାଟିନମ ଜୁବୁଲି ସମାରୋହରେ ସାମିଲ ହେବେ । ଆନନ୍ଦପୁର ଷ୍ଟାଡିୟମରେ ପହଂଚିବା ପରେ ସେଠାରେ ବିଭିନ୍ନ ପ୍ରକାରର ଉଦଘାଟନ ଓ ଶିଳାନ୍ୟାସ କରିବା ସହ ବିଶାଳ ଜନସଭାକୁ ଉଦବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Zanurz się w fascynujący świat kasyna online Slottica, popularnej platformy hazardowej, która zdobyła uznanie graczy w ponad 15 krajach Europy, w tym w Polsce, Niemczech i Czechach. Nasza oferta obejmuje przeszło 8500 gier kasynowych od czołowych dostawców, takich jak Games Global, Play’n GO, Pragmatic Play czy EGT. Znajdziesz tu zarówno klasyczne automaty w stylu Book of Dead czy Sizzling Hot Deluxe, jak i nowoczesne sloty z progresywnymi jackpotami, np. Mega Moolah, a także gry stołowe i emocjonujące rozgrywki na żywo z krupierami od Evolution Gaming. Możesz także pobrać naszą oficjalną aplikację, zalogować się na swoje konto lub założyć nowe.