ଭୁବନେଶ୍ୱର : ଆସନ୍ତା ଫେବୃୟାରୀ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରୁ ୨୦୨୦ର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ସଂସଦୀୟ ବିଭାଗ ପକ୍ଷରୁ ସମସ୍ତ ବିଭାଗକୁ ଅବଗତ କରାଯାଇଛି। ରାଜ୍ୟପାଳଙ୍କ ଅଭିଭାଷଣ ପାଇଁ ତଥ୍ୟ ମଗାଯାଇଛି। ଜାନୁୟାରୀ ୨୦ ସୁଦ୍ଧା ସମସ୍ତ ବିଭାଗ ସରକାରଙ୍କ ବିକାଶର ତଥ୍ୟ ସଂସଦୀୟ ବିଭାଗକୁ ପ୍ରଦାନ କରିବେ। ଅନ୍ୟପକ୍ଷରେ ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ମଧ୍ୟ ଏକ ପ୍ରସ୍ତାବ ରାଜ୍ୟପାଳଙ୍କୁ ପ୍ରଦାନ କରାଯାଇଛି। ବିଧାନସଭା ଅଧିବେଶନ ପାଇଁ ଚୂଡାନ୍ତ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ଫେବୃୟାରୀ ୬ କିମ୍ବା ୭ରୁ ବିଧାନସଭା ଅଧିବେଶନ ଆରମ୍ଭ କରିବା ନେଇ ପ୍ରସ୍ତାବ ଦିଆଯାଇଥିବା ଜଣାପଡିଛି।
ଫେବୃୟାରୀ ପ୍ରଥମ ସପ୍ତାହରେ ବିଧାନସଭା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Kapelnica ot zapoya_ayEr on ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
- Vivod iz zapoya na domy_zqSa on ଆଜିର ରାଶିଫଳ
- Saulfouby on ସୋନପୁରରେ ରାଜ୍ୟ ସରକାର ଓ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
- Richardpet on ମୋ ସରକାର ଅଧୀନକୁ ଆସିବ କୃଷି ବିଭାଗ
- Josephtiz on ଆସନ୍ତାକାଲି ଭାରତ ବନ୍ଦ:ସାମିଲ ହେବନି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ
