ଭୁବନେଶ୍ୱର: କରୋନା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ | ଆସନ୍ତା ମାର୍ଚ୍ଚ ୩୧ ଯାଏଁ ସବୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି | କରୋନା ସମ୍ପର୍କରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ବିବୃତି ରଖିଛନ୍ତି | ନିଜ ବିବୃତିରେ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବାବେଳେ ଆସନ୍ତା ୩୧ ତାରିଖ ଯାଏଁ ସବୁ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି |
ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବାର ଜଣାପଡିଛି | ତେବେ ଶିକ୍ଷାନୁଷ୍ଠାନ ବନ୍ଦ ସତ୍ୱେ ଯଦି ପରୀକ୍ଷା ଚାଲିଥିବ ଏହା ଚାଲୁ ରହିବ ବୋଲି କୁହାଯାଇଛି | ସେହିପରି କରୋନାର କୌଣସି ଉପଚାର ଓ ଔଷଧ ନଥିବାରୁ କେବଳ ସଚେତନତା ହିଁ ଆମକୁ ରକ୍ଷା କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିଭଳି ବାହାରେ ଛେପ ନ ପକାଇବାକୁ ସାଧାରଣ ଲୋକଙ୍କୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । କୌଣସି ବିବାହ, ବତ୍ର କିମ୍ବା କୌଣସି ଉତ୍ସବରେ ଏକାଠି ନହେବାକୁ ଅନୁରୋଧ କରିଛନ୍ତି ନବୀନ । ସେହିଭଳି କରୋନାର ମୁକାବିଲା ପାଇଁ ଲୋକଙ୍କୁ ସଚେତନ କରାଯିବ ବୋଲି କହିଛନ୍ତି ନବୀନ । ଏହି ରୋଗ ବ୍ୟାପିଵାର ଯଥେଷ୍ଟ ସମ୍ଭାବନା ଥିବାରୁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ସଚିବସ୍ତରୀୟ ଟିମ ଏହାକୁ ନିରୀକ୍ଷଣ କରିଵ ଆଜି ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି |
ସେହିପରି ସୁଇମିଙ୍ଗ ପୁଲ ଓ ସିନେମା ହଲ ବନ୍ଦ ରହିବ ବୋଲି ମଧ୍ୟ କୁହାଯାଇଛି | କରୋନା ଲାଗି ସରକାର ୨୦୦ କୋଟି ଟଙ୍କାର ସତନ୍ତ୍ର ପ୍ୟାକେଜ୍ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। କରୋନାକୁ ଆଖି ଆଗରେ ରଖି ରାଜ୍ୟରେ ଯଥେଷ୍ଟ ମାତ୍ରାରେ ମାସ୍କ, ପେପର ସପ୍, ପରିମଳ ସାମଗ୍ରୀ ମହଜୁଦ ରଖିବାକୁ ବି ଏଥିରେ ନିଷ୍ପତ୍ତି ହୋଇଥିବାର ସୂଚନା ମିଳିଛି।।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Kasyno vavada systematycznie buduje swoją pozycję wśród polskim graczom, oferując kompletną lokalizację w języku polskim. Vavada casino zapewnia metody płatności dostosowane do lokalnego rynku, a vavada pl umożliwia łatwy dostęp dla graczy z Polski. Oficjalną stronę vavada kasyno odwiedzają głównie doświadczonych graczy, którzy doceniają atrakcyjne bonusy i program lojalnościowy.
Witamy w polskim legalnym internetowym kasynie Slottica – miejscu stworzonym dla hazardzistów online w Polsce! Casino Slotica w polskiej wersji językowej otwiera przed Tobą świat pełen emocjonujących gier za darmo i atrakcyjnych nagród bez rejestracji. Strona przyciąga nowych użytkowników między innymi premią powitalną 25 zł bez konieczności wpłaty depozytu. W badaniu przeprowadzonym wśród ponad 8500 graczy wielu z nich wskazało Slottica jako jedną z najciekawszych stron z automatami online dostępnych w Polsce.
Vavada Polska kusi graczy nie tylko bonusami, ale też prostotą rejestracji i ogromnym katalogiem gier. Wygodne płatności w PLN oraz szybkie wypłaty? To właśnie doceniają użytkownicy. Wielu z nich chwali intuicyjną obsługę i dynamiczne aplikacje mobilne. A cashback? W Polsce uznawany jest niemal za obowiązkowy element, bo pozwala zmniejszyć ryzyko strat. Czy dziwi więc, że platforma zdobyła reputację bezpiecznej i praktycznej alternatywy wobec konkurencji?