ଯାଜପୁର : ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୨ କେଜି ଗଞ୍ଜେଇ ଜବତ କରାଯିବା ସହ ୨ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ କଲିକତାର ଟୁକେଇ ପାତ୍ର ଓ ରଞ୍ଜିତ ରାୟ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଶନିବାର ଅବକାରୀ ବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବାବେଳେ ଯାଜପୁର ଜିଲା କୁଆଖିଆରୁ ଏକ ବେସରକାରୀ ବସ୍ ଯୋଗେ କଲିକତାକୁ ଯାଉଥିବା ସମୟରେ ଅବକାରୀ ଅଧିକ୍ଷକ ରଜତ ପ୍ରହରାଜ ଓ ଇନ୍ସପେକ୍ଟର ସ୍ବପ୍ନାରାଣୀ ସାହୁଙ୍କ ନେତୃତ୍ୱରେ ବସ୍ ଉପରେ ଚଢ଼ାଉ କରି ୨୨ କେଜି ଗଞ୍ଜେଇ ଜବତ କରିଛନ୍ତି। ଗଞ୍ଜେଇ ଚୋରା ଚାଲାଣ ଘଟଣାରେ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏ ସମ୍ପର୍କରେ ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା (ନଂ. ୨୮/୨୦) ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଅପରପକ୍ଷରେ ଏହି ଚୋରା ଗଞ୍ଜେଇ କେଉଁ ଅଞ୍ଚଳରୁ ଅଣାଯାଇଥିଲା ସେ ନେଇ କୌଣସି ସୂଚନା ମିିଳିପାରି ନାହିଁ ବୋଲି ଅବକାରୀ ଇନ୍ସପେକ୍ଟର ସୂଚନା ଦେଇଛନ୍ତି ।
ବସ୍ରୁ ୨୨କେଜି ଗଞ୍ଜେଇ ଜବତ, ୨ଗିରଫ
- Advertisement -
Stay Connected
Comment
- Kak naiti cheloveka po nomery telefona_xlsr on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- Kak naiti cheloveka po nomery telefona_kasr on ବାଲେଶ୍ୱର ଜିଲ୍ଲା ପୁରୁବାଇ କନ୍ୟାଶ୍ରମରେ ଜିଲ୍ଲା ମଙ୍ଗଳକିମିଟି ଏବଂ କେନ୍ଦ୍ରୀୟଟିମ ପକ୍ଷରୁ ଚଢାଉ !
- 1xbet_zkmn on ସଂସାର ଉଜାଡ଼ି ଦେଲା ଘରୋଇ କଳି; ନିଷ୍ଟୁର ବାପ କିରୋସିନ ଢାଳି ଝିଅ ଉପରେ ନିଆଁ ଲଗାଇ ଦେଲା !
- 1xbet_lhmn on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- 1xbet_vjmn on ପ୍ରଶାସନିକସ୍ତରରେ ଅଦଳବଦଳ

ip камера ltv ip камеры
ip камеры 2.8 мм http://ip-kamery-kaliningrad.ru
стальная лента 5 мм лента стальная электротехническая
шкаф купить шкаф по своим размерам
Нужна стальная лента? лента стальная широкий ассортимент, разные толщины и марки стали. Выгодные цены, быстрая отгрузка и поставки для производства и строительства
сериалы бесплатно смотреть в качестве бесплатно сверхъестественное
сайт свадебного агентства заказать свадьбу москва
полная организация свадьбы сайт свадебного агентства
эстетическая стоматология центр стоматологии
лента стальная купить гост 3560 73 лента стальная упаковочная
Продажа и установка камеры видеонаблюдения купить. Современные системы безопасности для квартир, домов, магазинов и складов. Настройка удалённого доступа, запись видео и круглосуточный контроль объекта.