ମୁମ୍ବାଇ: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ମୁମ୍ବାଇରେ ସର୍ବାଧିକ ସଂକ୍ରମିତଙ୍କୁ ଏଯାବତ୍ ଚିହ୍ନଟ କରାଗଲାଣି। ଏବେ କରୋନା ସଂକ୍ରମଣକୁ କମ୍ କରିବାକୁ ମହାରାଷ୍ଟ୍ର ସରକାର ଚଳନ୍ତା ଲ୍ୟାବରେ କରୋନା ଟେଷ୍ଟ କରିବାକୁ ଯୋଜନା ପ୍ରସ୍ତୁତ କରୁଥିବା ଜଣାପଡିଛି। ଏକ ବସ୍ରେ କରୋନା ଟେଷ୍ଟର ସବୁ ସୁବିଧା କରାଯିବ। ଏହା ଭିନ୍ନ ଭିନ୍ନ ସ୍ଥାନକୁ ଯାଇ ସେଠାରେ ଲୋକଙ୍କର କରୋନା ଟେଷ୍ଟ କରାଯିବ ବୋଲି କୁହାଯାଉଛି। ଫଳରେ କମ୍ ସମୟ ମଧ୍ୟରେ ଅଧିକ ଟେଷ୍ଟ ହୋଇପାରିବ ଯାହା ସଂକ୍ରମଣ ରୋକିବାରେ ସାହାଯ୍ୟ କରିବ। ସୂଚନାଯୋଗ୍ୟ, ଏବେ ମୁମ୍ବାଇର ଧରାବିରେ କରୋନା ସଂକ୍ରମିତଙ୍କ ବୃଦ୍ଧିକୁ ଦେଖି ସରକାର ଚିନ୍ତାରେ ପଡିଯାଇଛନ୍ତି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଛୁଇଁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବେଳକୁ ବେଳ ବଢିବାରେ ଲାଗିଛି।
ମୁମ୍ବାଇରେ ଚଳନ୍ତା ଲ୍ୟାବରେ ହେବ କରୋନା ପରୀକ୍ଷା!
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- JeremyBiole on ରାଜ୍ୟ ଅଙ୍ଗନୱାଡ଼ି କର୍ମୀଙ୍କ ଆଭିମୁଖ୍ୟ ଥିଲା ଗରମ ଏବେ ନରମ !
- JustinThype on ବାରଙ୍ଗରେ ଗୁଳିକାଣ୍ଡ: ଜଣେ ମୃତ
- Williamjoria on ଯୁଦ୍ଧ ବିମାନ ଜାଗୁଆରରେ ଲାଗିଲା ନିଆଁ !
- aviator_fpSn on ଭଦ୍ରକ ଲୋକସଭା କ୍ଷେତ୍ରରେ ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା
- Williamjoria on ଆଜି କ୍ୱାଟର ଫାଇନାଲରେ ମୁହାଁମୁହିଁ ହେବେ : ଆର୍ଜେଣ୍ଟିନା-ଇଂଲଣ୍ଡ, ଅଷ୍ଟେଲିଆ-ଫ୍ରାନ୍ସ !
