ରାଉରକେଲା : କେନ୍ଦ୍ରୀୟ ଅବକାରୀ ବିଭାଗର ଡେପୁଟି କମିଶନର ଆସିକ ଜମାଲଙ୍କ ରାଉରକେଲାସ୍ଥିତ ଘର ଓ କାର୍ଯ୍ୟାଳୟରେ ଆଜି ସିବିଆଇ ଚଢ଼ଉ କରିଛି । ରାଉରକେଲା ସେକ୍ଟର ୬ରେ ଥିବା ସି-81 କ୍ୱାଟର୍ସରେ ଝାଡ଼ଖଣ୍ଡରୁ ଆସିଥିବା ସିବିଆଇ ଟିମ୍ ଚଢ଼ଉ କରି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ସୂଚନା ମିଳିଛି । .କେଉଁ ମାମଲାରେ ଆସିକ ଜମାଲଙ୍କ ଘରେ ରେଡ୍ ଚାଲିଛି, ତାହା ସ୍ପଷ୍ଟ ହୋଇନାହିଁ । ତେବେ ମିଳିଥିବା ସୂଚନା ଅନୁଯାୟୀ, ଝାଡ଼ଖଣ୍ଡର ଏକ ଦୁର୍ନୀତି ମାମଲାରେ ସିବିଆଇ ଏହି ପଦକ୍ଷେପ ନେଇଛି । ଆସିକ ଏହାପୂର୍ବରୁ ମହାରାଷ୍ଟ୍ରରେ କାର୍ଯ୍ୟରତ ଥିବା ବେଳେ ସେଠାରେ ତାଙ୍କ ବିରୋଧରେ କୌଣସି ମାମଲାରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ଏହାପରେ ଗତ ୬ ମାସ ହେବ ତାଙ୍କର ରାଉରକେଲାକୁ ବଦଳି ହୋଇଥିଲା।
ଡେପୁଟି କମିଶନରଙ୍କ ଘରେ ସିବିଆଇ ରେଡ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
