ନୂଆଦିଲ୍ଲୀ : ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ ଥିବା କୁହାଯାଉଛି। ସିବିଆଇ ଅଧିକାରୀଙ୍କ ପ୍ରଶ୍ନରେ ସେ ଓଲଟା ପ୍ରଶ୍ନ ପଚାରୁଛନ୍ତି। ଗୁରୁବାର ପୂର୍ବାହ୍ନ ୮ଠାରୁ ପଚରାଉଚରା କରାଯାଉଛି। କେତେକ ପ୍ରଶ୍ନରେ ସେ ସିବିଆଇ ଅଧିକାରୀଙ୍କୁ ଆଇନର ଦଫା ସମ୍ପର୍କରେ ଅବଗତ କରାଉଛନ୍ତି। ଫଳରେ ତଦନ୍ତରେ ବାଧା ସୃଷ୍ଟି ହେଉଥିବା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- MalcolmMoush on ରାମ ମନ୍ଦିର ମାମଲା : ଅଯୋଧ୍ୟ୍ୟାରେ ଉଦ୍ଧବ ଠାକରେ
- TrevorSpisp on ଆଜିର ରାଶିଫଳ
- Joecycle on ଯୁଦ୍ଧ ବିମାନ ଜାଗୁଆରରେ ଲାଗିଲା ନିଆଁ !
- zakazat kyhnu_gcka on ଆଜିଠାରୁ ଆରମ୍ଭ ହେବ ‘ମୋ ସରକାର’ ଯୋଜନା
- 1xbet app_dpon on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
