ଭୁବନେଶ୍ୱର – ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛି। ସେଥିରୁ ୪ ଜଣ ଜଗତସିଂହପୁର ହୋଇଥିବାବେଳେ ଜଣେ କେନ୍ଦ୍ରାପଡ଼ା ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
ରାଜ୍ୟରେ ଆଉ ୫ ପଜିଟିଭ୍, ଆକ୍ରାନ୍ତ ସଂଖ୍ୟା ୧୮୫ରେ ପହଞ୍ଚିଲା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- RichardSap on ଦଶପଲ୍ଲାରେ ମାଓ ପୋଷ୍ଟର ଜବତ
- slot online on ଅାସନ୍ତାକାଲି ବିଜେପି ଛାଡ଼ିବେ ଦିଲୀପ ରାୟ ଓ ବିଜୟ ମହାପାତ୍ର !
- Hershelhausy on ଆଜିର ରାଶିଫଳ
- pinup_szsi on ଆଜିର ରାଶିଫଳ
- Charlesglice on ଆଜିର ରାଶିଫଳ
