କୋଟଗଡ : କନ୍ଧମାଳ ଜିଲା କୋଟଗଡ ମୁନିଗୁଡା ଏନଏଚ୍-୫ ରାସ୍ତାଜୁଡାବାଲି ଗ୍ରାମପଞ୍ଚାୟତ ଗେଟାବାଲି ଛକ ନିକଟ ତେନ୍ତୁଲି ଗଛ ନିକଟରେ ବୁଧବାର ଦିନ ମାଓ ବେନର ଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏହି ପୋଷ୍ଟରରେ ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟର ଛାତ୍ରଙ୍କୁ ଉପରେ ଦିଲ୍ଲୀ ପୋଲିସର ଆକ୍ରମଣର ନିନ୍ଦା କରାଯାଇଛି। ବ୍ୟାନର ଲାଗିଥିବା ଦେଖି ଅଞ୍ଚଳବାସୀଙ୍କ ଭୟ ସୃଷ୍ଟି ହୋଇଛି। ଘଟଣାସ୍ଥଳକୁ କୋଟଗଡ ପୋଲିସ ପହଞ୍ଚି ନ ଥିବା ଗ୍ରାମବାସୀ କହିଛନ୍ତି।
କୋଟଗଡ ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Alvintiefs on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- Wyattnub on ପ୍ରସ୍ତୁତ କରନ୍ତୁ ସୁଗାର ଫ୍ରି ମାଣ୍ଡିଆ ଓଟସ ଲଡୁ ।
- Ralphgax on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- Vivod iz zapoya na domy_lpkr on ପାକିସ୍ତାନରୁ ଫେରିବା ପରେ ସୁଷମାଙ୍କୁ ଭେଟିଲେ ଅନସାରୀ ।
- JonKew on ରାମ ମନ୍ଦିର ମାମଲା : ଅଯୋଧ୍ୟ୍ୟାରେ ଉଦ୍ଧବ ଠାକରେ
