କଟକ : ଶିଶୁ ମୃତ୍ୟୁକୁ ନେଇ ଏସ୍ସିବି ମେଡିକାଲରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସିଡିଏ ୬ ନଂ ଅଞ୍ଚଳର ଜଣେ ୩ ବର୍ଷର ଶିଶୁ ତାଜାରୁ ଖସି ପଡି ଆହତ ହୋଇ ଏସ୍ସିବି କାଜୁଆଲଟିକୁ ଶନିବାର ରାତିରେ ଆସିଥିଲେ। କାଜୁଆଲଟି ପକ୍ଷରୁ ତାଙ୍କୁ ଶିଶୁରୋଗ କାଜୁଆଲଟିକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ରବିବାର ଭୋର ସମୟରେ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ତେବେ ଚିକିତ୍ସାରେ ଅବହେଳା ଓ ବିଳମ୍ବ ଯୋଗୁ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ମୃତ ଶିଶୁଙ୍କ ପରିବାର ଓ ସମର୍କିୟ ଶିଶୁରୋଗ ବିଭାଗ କାଜୁଆଲଟିରେ ତାଲା ପକାଇଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ମଙ୍ଗଳାବାଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଘଟଣାର ତଦନ୍ତ କରାଯିବ ବୋଲି ମେଡିକାଲ ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା କହିଛନ୍ତି।
ଶିଶୁ ମୃତ୍ୟୁକୁ ନେଇ ଏସ୍ସିବି ମେଡିକାଲରେ ଉତ୍ତେଜନା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Wadehaw on ବିଭିନ୍ନ ଦାବି ନେଇ ଆଜିଠୁ ବଲାଙ୍ଗିର ବନ୍ଦ
- NicoweR on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
- Vivod iz zapoya na domy_ldEn on ଡସେମ୍ବର ୧୮ରେ ବିକ୍ରି ହେବେ କ୍ରକେଟ୍ ଖେଳାଳି !
- Xanderkar on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- Todmouth on ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।
