ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ କିଷାନ୍ ଓ ରାଜ୍ୟ ସରକାରଙ୍କ ‘କାଳିଆ’ ଯୋଜନା ମିଶିଯାଇଛି। ଆସନ୍ତା ଆର୍ଥିକ ବର୍ଷରୁ ଦୁଇଟି ପୃଥକ୍ ପୃଥକ୍ ନୁହେଁ, ବରଂ ଗୋଟିଏ ଯୋଜନା ଭାବେ ଏହା ଓଡ଼ିଶାରେ କାର୍ଯ୍ୟ କରିବ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଇତିମଧ୍ୟରେ କ୍ୟାବିନେଟ୍ ଅନୁମୋଦନ ଲାଭ କରିଥିବା ଜଣାପଡିଛି ।
ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି ଯେ, କାଳିଆ ଲାଭ ଲୋକଙ୍କ ପାଖକୁ ଯିବ। କାଳିଆ-କିଷାନ ମିଶ୍ରଣ ହେବ। କାଳିଆ ଯୋଜନା ଚାଲୁ ରହିବ। କାଳିଆର ୨ୟ କିସ୍ତି ଚାଲୁ ରହିଛି ବୋଲି ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି।
ସୂଚନା ଅନୁସାରେ ରାଜ୍ୟରେ ପ୍ରାୟ ୫୧ ଲକ୍ଷ ପରିବାର କାଳିଆ ଯୋଜନାର ପ୍ରଥମ କିସ୍ତି ପାଇଥିଲା ବେଳେ ସରକାରୀ ଦ୍ୱିତୀୟ କିସ୍ତି ଦେବାକୁ ବିଚାର କରିଛନ୍ତି। ‘କାଳିଆ’ ତାଲିକାରେ ବହୁ ଅଯୋଗ୍ୟ ହିତାଧିକାରୀ ସାମିଲ ହୋଇଥିଲା ବେଳେ ଯୋଗ୍ୟ ମଧ୍ୟ ବାଦ ପଡ଼ିଛନ୍ତି । ଏବେ ‘କାଳିଆ’କୁ ‘କିଷାନ’ ରେ ବିଲୟ କରିବାକୁ ରାଜ୍ୟ ବିଚାର କରୁଛି । ଆନ୍ଧ୍ର ପ୍ରଦେଶ ସରକାର ‘ଅନ୍ନଦାତା ସୁଖିଭବ’ଯୋଜନାକୁ ଯେଉଁଭଳି କିଷାନରେ ଗତ ଫେବୃୟାରୀରେ ବିଲୟ କରିଛି, ସେଇ ଢ଼ାଞ୍ଚାରେ ଓଡ଼ିଶା ସରକାର ମଧ୍ୟ ‘କାଳିଆ’କୁ ବିଲୟ କରିବାକୁ ଚାହୁଁଛନ୍ତି।
କିଷାନରେ ଚାଷୀଙ୍କୁ ବର୍ଷକୁ ୬ ହଜାର ଟଙ୍କା ମିଳୁଥିଲା ବେଳେ କାଳିଆରେ ସରକାର ଦୁଇଟି ଫସଲ ପାଇଁ ୧୦ ହଜାର ଟଙ୍କା ଦେବାକୁ ଘୋଷଣା କରିଛନ୍ତି । କିଷାନରେ ବିଲୟ ହେବା ପରେ କେନ୍ଦ୍ର ୬ ହଜାର ଟଙ୍କା ଦେବ, ମାତ୍ର ଆଉ ୪ ହଜାର ଟଙ୍କାର ବୋଝ ରାଜ୍ୟ ବହନ କରିବାକୁ ରାଜ୍ୟ ସମ୍ମତ ହୋଇଛି। ଏହାଛଡ଼ା କାଳିଆ ତାଲିକାରୁ ଯେଉଁ ଯୋଗ୍ୟ ହିତାଧିକାରୀ ବାଦ୍ ପଡ଼ି ‘କିଷାନ’ରେ ସାମିଲ ନ ହୋଇପାରିବେ (ଭୂମିହୀନ) ସେମାନଙ୍କୁ ସହାୟତା ବାବଦ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ରାଜ୍ୟର ଏ ପ୍ରସ୍ତାବରେ କେନ୍ଦ୍ର ମଧ୍ୟ ମୋହନ ମାରିଥିବା ସୂଚନା ମିଳିଛି।

Bessie bardot sex tapeAmateur college porn tubeFree ecards sexy erotischNot losing
boobs weightToys addicting games spank theLindsay
lohan calum best xxxWhat men have hairy chestsWatch taboo sex scenesKildare pornMyspace teen bra xnxx In redhead
stockingSexy nacked picturesKoi pond bottom drain diyAmateur blog hotSensitive nipples xxxPink sex blindfoldSex naked olson twins https://cn.sohuxxx.com/ Free mature porn streamPolokwane gay guideFather fucks his daughter forcelyCeramic dildoBondage japanese videoNudist
nailseaJust shake that ass bitch and let me see xnxx Facial
red spotsHousewifes unleashed pornoFree alexis and mom sexDont date strippersMean neighbor sex videoOlder boob babesHot female escortLovely chubby
moms galleryTeen expo westminsterSyriana bbw bodaciousTeen in the sunBedroom suites vintageMature asian sluts
fuckingPornstars houstonLarge cum you pornBreast feed in africaThe landing strip marylandClub nude
pic