ନୂଆଦିଲ୍ଲୀ : ପୂର୍ବତନ କ୍ରିକେଟର ତଥା ପୂର୍ବ ଦିଲ୍ଲୀର ଭାଜପା ଏମ୍ପି ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ସେ ଶାହଦରା ଜିଲାର ଡିସିପିଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏକ ଅନ୍ତର୍ଜାତୀୟ ନମ୍ବରରୁ ଗମ୍ଭୀର ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା କରିବା ଧମକ ମିଳିଛି। ସେ ସୁରକ୍ଷା ପାଇଁ ପୋଲିସ ସହାୟତା ଲୋଡ଼ିଥିବା ସମ୍ପର୍କରେ ଏଥିରେ ଉଲ୍ଲେଖ କରିଛନ୍ତି। ସୁରକ୍ଷା ସୁନିଶ୍ଚିତ କରାଇବା ଲାଗି ସେ ଅନୁରୋଧ କରିଥିବା କୁହାଯାଉଛି।
ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ
Leave a Comment
Leave a Comment
- Advertisement -
Stay Connected
Comment
- chicken-road_rmet on ଅବକାରୀ ବିଭାଗର ଚଢାଉ: ଧଳା ପାଉଡ଼ର ଜବତ, ୨ଜଣ ଗିରଫ !
- Rexanymn on ଚୋରା ସାଜିଥିଲା କୋଟିପତି
- JonathanSoink on ବିଭିନ୍ନ ଦାବି ନେଇ ଆଜିଠୁ ବଲାଙ୍ଗିର ବନ୍ଦ
- KareemDulky on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- chicken-road_bbMn on ହୃଦରୋଗର ସରଳ ଉପଚାର
