ଭୁବନେଶ୍ୱର : ଶ୍ରୀଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଲିଙ୍ଗରାଜ ସଂଲଗ୍ନ ବିକାଶ ପାଇଁ ୫ କୋଟି ଟଙ୍କା ଘୋଷଣା କରିଛନ୍ତି। ଅନୁମୋଦିତ ଅର୍ଥରେଏକାମ୍ର ସାଂସ୍କୃତିକ ପ୍ରକାଶନୀ ଭଜନ ମଣ୍ଡପର ନୂଆ ବିଲ୍ଡିଂ, ଲିଙ୍ଗରାଜ ଏଣ୍ଟ୍ରି ପ୍ଲାଜା ନିକଟରେ ଲିଙ୍ଗରାଜ ରିସର୍ଚ୍ଚ ସେଣ୍ଟର, ନୂଆ କୋଠାରେ ଓ୍ବାଚ୍ ଟାଓ୍ବାର ସୁବିଧା ଆଦି ବ୍ୟବସ୍ଥା କରାଯିବ ବୋଲି ଜଣାପଡ଼ିଛି।
ଲିଙ୍ଗରାଜ ମନ୍ଦିର ସଂଲଗ୍ନ ଅଞ୍ଚଳ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ଟଙ୍କା ଘୋଷଣା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- 1win_uqmr on ବାଙ୍କୀରେ ଡବଲ୍ ମର୍ଡର : ସରପଞ୍ଚଙ୍କ ସ୍ୱାମୀ ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା
- Curtismet on ଆଜିର ରାଶିଫଳ
- pvh-kabel-771soath on ଘରୁ ଉଦ୍ଧାର ହେଲା ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ !
- Fernandoenlic on ସଞ୍ଜୟ ଦାସବର୍ମା ହେଲେ ଯୋଜନା ବୋର୍ଡର ଉପାଧ୍ୟକ୍ଷ
- Harrybot on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
