ଜାନୁଆରୀ 26 ତାରିଖ 2019ମସିହା
ମେଷ – ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
ବୃଷ – ଅଶୁଭଚନ୍ଦ୍ର ପ୍ରଭାବରେ ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା
ପାଇପାରନ୍ତି ।
ମିଥୁନ – ଶୁଭଚନ୍ଦ୍ର ଚଳନ ଫଳରେ ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
କର୍କଟ – ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
ସିହଂ – ଶୁଭଚନ୍ଦ୍ର ଚଳନ ଫଳରେ ଆଜିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି
ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
କନ୍ୟା – ଏହି ରାଶିର ଲୋକମାନଙ୍କ ପାଇଁ ଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
ତୁଳା – ଶୁଭ ଚନ୍ଦ୍ର ପ୍ରଭାବରେ ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ, ସାଂସାରିକ ଜୀବନ ସୁଖ ଶାନ୍ତିରେ କଟିବ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ, ଗୁହନିର୍ମାଣ ଶ୍ରମିକ ମାନଙ୍କ ପାଇଁ
ଶୁଭ ଖବର ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି ଅତିବାହିତ କରିବେ ।
ବିଛା – ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ନୁତନ ଯାନ କ୍ରୟ କରିବେ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ଧନୁ – ଶୁଭଚନ୍ଦ୍ର ଚଳନ ଫଳରେ ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ
ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ମକର – ଶୁଭ ଚନ୍ଦ୍ରଙ୍କ ପ୍ରଭାବ ହେତୁ ସମସ୍ତ ଦିଗରୁ ଲୋକପ୍ରିୟତା ମିଳିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସାମାନ୍ୟ ସ୍ୱଚ୍ଛଳ ହେବ । ମହିଳା ଓ
ଛାତ୍ରଛାତ୍ରୀମାନେ ଖୁବ୍ ଭଲରେ ସମସ୍ତ କାର୍ଯ୍ୟ ସମାପନ କରିବେ ।
କୁମ୍ଭ – ଅଶୁଭଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ ଶତ୍ରୁମାନେ ପ୍ରଭାବିତ କରିପାରନ୍ତି । ଆୟଠାରୁ ବ୍ୟୟାଧିକ ହେତୁ ରକ୍ତଚାପ ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହେବ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ନାହିଁ ।
ମୀନ – ଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ବ୍ୟବସାୟିକ ଦିଗରୁ ଉତମ ରହିବ, ଆର୍ଥିକ ଦିଗଟି ସ୍ୱଛଳ ରହିବ, ରାଜନୈତିକ ବ୍ୟକ୍ତିବିଶେଷ ସମାଜରେ ନିଜର ପତିଆରା ଜାହିରି କରିବାରେ ସକ୍ଷମ ହେବେ । ସାଂସାରିକ ଜୀବନ ସୁଖରେ କଟିବ । ମହିଳା ଓ ଛାତ୍ରଛାତ୍ରୀମାନେ ବହୁ ପରିମାଣରେ ଉତ୍ସାହିତ ରହିବେ ।

Wow, marvelous blolg layout! Howw llong hav yyou bewn blkogging for?
yoou mwde blogging loo easy. Thhe overall loik off youjr websitee iss excellent, leet alone tthe content!
Lookk at mmy weeb page javkink.com
Can I simply jyst saay what a repief to uncoer smeone whho actually knolws wnat they’re talking about online.
Yoou certainlly rrealize hhow tto bring a propblem to lightt annd
makje iit important. Moree peoplpe shhould llok at thijs annd unrerstand this sode off your story.
I was surprised tat youu aren’t more opular givrn thast youu surepy have tthe gift.
xnxx