ଭୁବନେଶ୍ୱର : ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହି ଧର୍ମଘଟରେ ଆଇଏନ୍ଟିୟୁସି, ଏଆଇଟିୟୁସି, ଏଚ୍ଏମ୍ଏସ୍, ସିଆଇଟିୟୁ, ସଓ୍ବୋ, ଏଆଇସିସିଟିୟୁ, ଏଲ୍ପିଏଫ୍, ୟୁଟିୟୁସିର ଦେଶବ୍ୟାପୀ ପ୍ରାୟ ୨୫ କୋଟି କର୍ମକର୍ତ୍ତା ସାମିଲ ହେବେ। କଂଗ୍ରେସ ଏହାକୁ ସମର୍ଥନ ଜଣାଇଛି। ଓଡ଼ିଶାରେ ମଧ୍ୟ ଟ୍ରେଡ୍ ୟୁନିୟନ୍ଗୁଡ଼ିକର ଆଞ୍ଚଳିକ ଶାଖା ଏହି ଧର୍ମଘଟରେ ସାମିଲ ହେବେ। ଧର୍ମଘଟକୁ ସଫଳ କରିବା ପାଇଁ ପୂରା ଉଦ୍ୟମ କରାଯିବ ବୋଲି ସିଆଇଟିୟୁର ଭୁବନେଶ୍ୱର ସଭାପତି ନବକିଶୋର ମହାନ୍ତି କହିଛନ୍ତି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଏହି ଧର୍ମଘଟ ଡାକରା ଦିଆଯାଇଛି। ଅତ୍ୟାବଶ୍ୟକ ସେବା ଛଡ଼ା ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏଥିରେ ଅଲ୍ ଓଡ଼ିଶା ଅଟୋ ମହାସଂଘ, ଟ୍ରକ୍ ମହାସଂଘ, ଅଲ୍ ଓଡ଼ିଶା ଟ୍ରାନ୍ସପୋର୍ଟ ଆସୋସିଏଶନ ସାମିଲ ହେବେ ବୋଲି ସେ କହିଛନ୍ତି। ତେବେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଏହି ଧର୍ମଘଟରେ ସାମିଲ ହେବନାହିଁ। ଯଦି ସରକାର ସୁରକ୍ଷା ଯୋଗାଇଦେବେ ତେବେ ବସ୍ ଚଳାଚଳ ସ୍ବାଭାବିକ ରହିବ ବୋଲି ସଂଘର ଆବାହକ ଦେବାଶିଷ ନାୟକ କହିଛନ୍ତି। କେନ୍ଦ୍ର ସରକାରଙ୍କ ଶ୍ରମିକମାରଣ ନୀତି, ଜନବିରୋଧୀ ଓ ରାଷ୍ଟ୍ରବିରୋଧୀ ନୀତିକୁ ବିରୋଧ କରି ଏହି ଆନ୍ଦୋଳନ ଡାକରା ଦିଆଯାଇଛି। କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ଶ୍ରମିକମାନଙ୍କ ଦାବି ପୂରଣ କରିବାରେ ବିଫଳ ହୋଇଛି। ଶ୍ରମିକଙ୍କ ସମସ୍ୟା ସମାଧାନ ପାଇଁ ୨୦୧୫ ଜୁଲାଇରୁ ଏ ପର୍ଯ୍ୟନ୍ତ ଭାରତୀୟ ଶ୍ରମିକ ସମ୍ମିଳନୀ ଅନୁଷ୍ଠିତ ହୋଇନାହିଁ। ବିପିସିଏଲ୍କୁ ବିକ୍ରି କରିବା, ବିଏସ୍ଏନ୍ଏଲ୍-ଏମ୍ଟିଏନ୍ଏଲ୍ର ମିଶ୍ରଣ ନିଷ୍ପତ୍ତି ଯୋଗୁ ପ୍ରାୟ ୯୪ ହଜାର କର୍ମଚାରୀଙ୍କ ନିଯୁକ୍ତି ଯିବାର ସମ୍ଭାବନା ରହିଛି। ଏହାଛଡ଼ା ଟ୍ରେଡ୍ ୟୁନିୟନ୍ଗୁଡ଼ିକ ରେଲ୍ଓ୍ବେ ଘରୋଇକରଣ, ଗୋଳାବାରୁଦ କାରଖାନାଗୁଡ଼ିକୁ ନିଗମରେ ପରିଣତ କରିବା ଏବଂ ବ୍ୟାଙ୍କଗୁଡ଼ିକର ମିଶ୍ରଣକୁ ମଧ୍ୟ ତୀବ୍ର ବିରୋଧ କରିଛନ୍ତି।
ଆସନ୍ତାକାଲି ଭାରତ ବନ୍ଦ:ସାମିଲ ହେବନି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ
- Advertisement -
Stay Connected
Comment
- Jamestup on ଆସିକା ଛତ୍ରପୁର ଅଂଚଳରେ ଚାଂଚଲ୍ୟ; ବ୍ୟାଙ୍କ କ୍ୟାସିୟରଙ୍କୁ ପିଟିପିଟି ହତ୍ୟା ଅଭିଯୋଗ !
- Jamestup on ଆଜିର ରାଶିଫଳ
- Jamestup on ବାପାଙ୍କ ଶବ କାନ୍ଧେଇଲେ ଦୁଇ ଝିଅ
- Jamestup on ଛଅବର୍ଷ ବୟସରେ ହୋଇଥିଲା ବାଲ୍ୟ ବିବାହ, ୧୨ବର୍ଷ ପରେ ଏଥିରୁ ମୁକୁଳି ପାରିଲେ ଯୁବତୀ
- Jamestup on ଲୁଟେରାଙ୍କ ଟାର୍ଗେଟରେ ଆମ୍ବୁଲାନ୍ସ !

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Kasyno vavada systematycznie buduje swoją pozycję wśród polskim graczom, oferując kompletną lokalizację w języku polskim. Vavada casino zapewnia metody płatności dostosowane do lokalnego rynku, a vavada pl umożliwia łatwy dostęp dla graczy z Polski. Oficjalną stronę vavada kasyno odwiedzają głównie doświadczonych graczy, którzy doceniają atrakcyjne bonusy i program lojalnościowy.
Vavada w Polsce zdobyła popularność dzięki pełnej lokalizacji i wsparciu dla płatności w złotówkach. Gracze doceniają możliwość grania w języku polskim i kontakt z obsługą klienta w rodzimym języku. Oferta promocyjna, w tym stały cashback 10, dodatkowo zwiększa atrakcyjność kasyna. Na tle konkurencji wyróżnia się szeroką gamą gier, szybkim czasem wypłat i aplikacjami mobilnymi. Wszystko to czyni serwis istotnym graczem na polskim rynku gier online. Vavada Polska kusi graczy nie tylko bonusami, ale też prostotą rejestracji i ogromnym katalogiem gier. Wygodne płatności w PLN oraz szybkie wypłaty? To właśnie doceniają użytkownicy. Wielu z nich chwali intuicyjną obsługę i dynamiczne aplikacje mobilne. A cashback? W Polsce uznawany jest niemal za obowiązkowy element, bo pozwala zmniejszyć ryzyko strat. Czy dziwi więc, że platforma zdobyła reputację bezpiecznej i praktycznej alternatywy wobec konkurencji?