ବିଶ୍ୱ ଦକ୍ଷତା କେନ୍ଦ୍ରର “ସ୍କୁଲ ଅଫ୍ ଇଞ୍ଜିନିୟରିଂ” ବିଭାଗରେ ନାମଲେଖା ଲାଗି ଜୁନ୍ ୨୨ରୁ ଅନଲାଇନ ଆବେଦନ
ଭୁବନେଶ୍ୱର: ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ବିଭିନ୍ନ ଶିଳ୍ପ ସଂସ୍ଥା ଲାଗି ଦକ୍ଷ ଯୁବପିଢ଼ିଙ୍କର ଚାହିଦା…
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, ପ୍ରତିଦିନ ଶୁଣିବେ ଲୋକଙ୍କ ଅଭିଯୋଗ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ…
ବାଣପୁରରେ ଯୋଗ ଦିବସ: ସାମିଲ ହେଲେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ବାଣପୁର( ସୀତାରାମ ଅଗ୍ରୱାଲ): ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ଜିଲ୍ଲା…
ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ
ଭୁବନେଶ୍ବର: ଆଜି ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳି ମାଡ ହୋଇଛି। ସେ…
ଲୁହାପଙ୍କ ନିକଟରେ ଭ୍ୟାନ ଧକ୍କାରେ ବାଇକ ଚାଳକ ମୃତ
ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର କଟକ ୫୫ ନଂ ଜାତୀୟ ରାଜପଥର ଲୁହାପଙ୍କ ନିକଟରେ ଗୁରୁବାର…
ଯୋଗ ଦିବସରେ ସାମିଲ ହୋଇ ଯୋଗ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: ଆଜି ହେଉଛି ଯୋଗ ଦିବସ। ଆଜି ସାରା ଭାରତ ପାଳନ କରୁଛି ଯୋଗ ଦିବସ।…
ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ ଦ୍ୱାରା ବିଭାଗୀୟ କାର୍ଯ୍ୟ ସମୀକ୍ଷା
ଭୁବନେଶ୍ୱର: ବିଭାଗୀୟ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ…
ବିଭାଗୀୟ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ…
ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ଏବେ ଏଟିଏମ ରୁ ମିଳିବ ଚାଉଳ, ରାସନକାର୍ଡ ହିତାଧିକାରୀଙ୍କୁ ମିଳିବ ସୁବିଧା
ଭୁବନେଶ୍ଵର: ରାସନ ହିତାଧିକାରୀଙ୍କ ପାଇଁ ମୋହନ ସରକାର ଏକ ବଡ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଏଟିମ…
ଡ୍ରେନରେ ବୁଡି ମୃତ୍ୟୁ ଘଟଣାେରେ ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ: ସହକାରୀ ଯନ୍ତ୍ରୀ ନିଲମ୍ବିତ
ଭୁବନେଶ୍ୱର: ରାଜଧାନୀରେ ନାଳରେ ଭାସିଯାଇ ଗୋଟିଏ ଛୋଟ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର…