ଓଡିଶା ଆସୁଛନ୍ତି ଅମିତ ଶାହ, ରାଜ୍ୟ ବିଜେପି ଚଳଚଞ୍ଚଳ, କଣ କହିବେ ତାହାକୁ ଅପେକ୍ଷା
ଭୁବନେଶ୍ବର: ଆଜି ନିର୍ବାଚନ ପ୍ରଚାରରେ ଓଡିଶା ଆସୁଛନ୍ତି ବିଜେପିର ଚାଣକ୍ୟ ଅମିତ ଶାହ। ଆଜି ଅପରାହ୍ନରେ…
ବିଜେଡ଼ିରେ ଯୋଗ ଦେଲେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ବିଜେପି ନେତା ଓ କର୍ମୀ
ଭୁବନେଶ୍ୱର: ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ଭୁବନେଶ୍ୱର…
ପୂର୍ବତଟ ରେଳପଥ ପରିସୀମାର ଏହି ୯ ଟି ଗୁରୁତ୍ୱପୂର୍ଣ୍ଣ ଷ୍ଟେସନରେ ମିଳୁଛି ସ୍ବଳ୍ପ ମୂଲ୍ୟରେ ଖାଦ୍ୟ
ନୂଆଦିଲ୍ଲୀ: କମ ଖର୍ଚ୍ଚ ସଚେତନ ଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର ! ଭାରତୀୟ…
ହିଞ୍ଜିଳିରୁ ପ୍ରଚାର ବିଗୁଲ ଫୁଙ୍କିଲେ ନବୀନ ପଟ୍ଟନାୟକ, ଯୋଡି ଶଙ୍ଖରେ ଆଶୀର୍ବାଦ କରିବାକୁ ଅନୁରୋଧ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳି-ଶେରଗଡରେ ବିରାଟ ଜନସଭା ସହ ଆଜି ବିଜୁ ଜନତା ଦଳର ବିଜୟ…
ସମ୍ବଲପୁରରେ ପ୍ରଣବ ପ୍ରକାଶଙ୍କ ମାରାଥନ ପ୍ରଚାର, ଦେବଗଡ଼ରେ ବିରୋଧୀଙ୍କ ଉପରେ ବର୍ଷିଲେ
ଭୁବନେଶ୍ବର: ସାରା ଓଡିଶା ଏକ ପରିବାର। ବିଜୁ ଜନତା ଦଳ ଏକ ପରିବାର। ଏ ପରିବାରର…
ସମ୍ ରେ ହାପ୍ଲୋଆଇଡେନ୍ଟିକାଲ୍ ହେମାଟୋପୋଇଟିକ୍ ଷ୍ଟେମ୍ ସେଲ୍ ଟ୍ରାନ୍ସପ୍ଲାଂଟେସନ୍ ସଫଳ: ଓଡ଼ିଶାରେ ପ୍ରଥମ
ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ୍…
କଟକ ବାରବାଟୀରୁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ସୋଫିଆ ଫିର୍ଦ୍ଦୋସ, ଜାଣନ୍ତୁ ସେ କିଏ ?
ଭୁବନେଶ୍ବର: କଟକ ବାରବାଟୀ ବିଧାନସଭା ଆସନରୁ କଂଗ୍ରେସରୁ ପ୍ରାର୍ଥୀ ହୋଇପାରନ୍ତି ସୋଫିଆ ଫିର୍ଦ୍ଧୋସ। ଏ ନେଇ…
ଧର୍ମ ବିଶ୍ବାସୀ ନବୀନ, ପ୍ରାର୍ଥୀ ତାଲିକା ଘୋଷଣାର ପ୍ରଥମରେ ଦେବାଦେବୀଙ୍କ ନାମ ଥିବା ନେତା, ୯ ଅଙ୍କ ଶୁଭକର
ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଧିରେ ଧିରେ ତାଙ୍କର ପ୍ରାର୍ଥୀ ତାଲିକା ଘୋଷଣା କରୁଛନ୍ତି।…
ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ନବୀନ ନିଜ ନିର୍ବାଚନ…
ଏମ୍ସ ଭୁବନେଶ୍ୱରରେ ଲୋ ଭିଜନ୍ କ୍ଲିନିକ୍ ଉଦ୍ଘାଟିତ
ଭୁବନେଶ୍ୱର: ଅତ୍ୟନ୍ତ କ୍ଷୀଣ ଦୃଷ୍ଟିଶକ୍ତି କାରଣରୁ ଦୈନନ୍ଦିନ ଜୀବନରେ ଆସୁଥିବା ଏକାଧିକ ପ୍ରତିବନ୍ଧକ ଏବଂ ପ୍ରତିଘାତ…